ମୁମ୍ବାଇ,୨୩ା୫: କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଭାରତୀୟ ସେଲିବ୍ରିଟିମାନେ ସେମାନଙ୍କ ଜଲ୍ଓ୍ବା ଦେଖାଇ ଚାଲିଛନ୍ତି। ଅଭିନେତ୍ରୀ ଦୀପିକା ପାଦୁକୋନ୍ ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଛନ୍ତି। ତାଙ୍କର ନୂଆ…
ଛତ୍ରପୁର,୨୩।୫(ଡି.ଏନ.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ହେଡ୍କ୍ୱାର୍ଟର…
ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର…
ବ୍ରହ୍ମପୁର ଅଫିସ,୨୩।୫: ସଡ଼କ ସୁରକ୍ଷା ନିୟମ କଡାକଡି କରିବା ପାଇଁ କେନ୍ଦ୍ର ସରକାର ମୋଟରଯାନ ଆଇନରେ ସଂଶୋଧନ ଆଣିଥିଲେ। ବିଶେଷକରି ହେଲ୍ମେଟ ଓ ନିଶାସକ୍ତ ଚାଳକ ଧରପଗଡ…
ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ ଶାୈଚାଳୟ…
ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ବଡ଼ମେଡିକାଲ ନର୍ସିଂ ଅଫିସର ଶିବାନୀ ଦାଶ ଭାରତୀୟ ନର୍ସିଂ ପରିଷଦ ପକ୍ଷରୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପାଇଁ ମନୋନୀତ ହୋଇଛନ୍ତି। ସେବା କ୍ଷେତ୍ରରେ…
ବ୍ରହ୍ମପୁର ଅଫିସ୍,୨୩।୫: ବ୍ରହ୍ମପୁର ମହାନଗରକୁ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ପ୍ରଥମ ସ୍ଥାନକୁ ନେଇ ବିଏମସି ଆଶା ରଖିଛି। ବିଏମସି ପକ୍ଷରୁ ସ୍ବଚ୍ଛତାକୁ ନେଇ ଜନସାଧାରଣଙ୍କ ମତାମତ ସଂଗ୍ରହ…
ନୂଆଦିଲ୍ଲୀ, ୨୩।୫ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ…
ସିମୁଳିଆ,୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା କହ୍ନେଇବିନ୍ଧା ପଞ୍ଚାୟତ ଅଧୀନ କଇଁଶୀ ଆଦିବାସୀ ସାହିର ରାମ ମୁର୍ମୁ ଗତ ୩ ତାରିଖରେ ସ୍ତ୍ରୀ ଦେଉଳାଙ୍କୁ ପିଟିପିଟି ହତ୍ୟା…
ମୁମ୍ବାଇ,୨୩।୫: ଆଇପିଏଲ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ସିଜିନ୍ରେ ୧୦୦୦ ଛକା ମାରିବାର ରେକର୍ଡ ସୃଷ୍ଟି ହୋଇଛି। ପଞ୍ଜାବ କିଙ୍ଗସ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ ଚଳିତ ସିଜିନ୍ରେ…