ଆଦିବାସୀ ଛାତ୍ର ମନୋଜ ହେଲେ ଗଣିତ ଅଧ୍ୟାପକ

ପାଟଣା,୨୩।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ଗ୍ରାମର ଝାଟିଆଳି ସାହିର ମନୋଜ କୁମାର ଦଣ୍ଡପାଟ ଗଣିତ ଅଧ୍ୟାପକ ଭାବେ ନିଯୁକ୍ତି ପାଇଛନ୍ତି। ଓଡିଶା ଷ୍ଟେଟ ସିଲେକ୍ସନ…

ଶୁଳ୍କ ହ୍ରାସ ସତ୍ତ୍ୱେ ୧୦୦ ଉପରେ ପେଟ୍ରୋଲ

ଭୁବନେଶ୍ୱର,୨୩।୫: ବର୍ତ୍ତମାନ ସାରା ଦେଶରେ ସମସ୍ତ ପ୍ରକାରର ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ନେଇ ବିଭିନ୍ନ ସ୍ତରରେ ଚର୍ଚ୍ଚା, ଆଲୋଚନା ଓ ଆନ୍ଦୋଳନ ଜାରି ରହିଛି। ଏପରିକି ବିରୋଧୀ ଦଳଗୁଡ଼ିକ…

ବାଇଡେନ୍‌ଙ୍କ ଖୋଲା ଧମକ, ତାଇଓ୍ବାନ ଉପରେ ଆକ୍ରମଣ କଲେ ଆମେରିକା ସୈନ୍ୟ ଚାଇନାକୁ ଦେବେ ଜବାବ…

ଓ୍ବାଶିଂଟନ/ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ଜାପାନର ଟୋକିଓରେ ପହଞ୍ଚିଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଚାଇନାକୁ ଖୋଲା ଧମକ ଦେଇଛନ୍ତି। ବାଇଡେନ୍‌ କହିଛନ୍ତି…

ସିଂହ ସହ କରୁଥିଲେ ଭିଡିଓ, ପାଇଲେ ପାନେ

କୁହାଯାଏ, ଦୂରରୁ ବି ସିଂହ ଭୟଙ୍କର। ସେଥିପାଇଁ ଏମାନଙ୍କୁ ପଞ୍ଜୁରି ଭିତରେ ରଖାଯାଏ। ଏବେ ଆଫ୍ରିକୀୟ ପ୍ରାଣୀ ଉଦ୍ୟାନର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ବନ୍ଧବାହାଲ, ନୂଆଡିହିର ଶତାଧିକ କର୍ମୀ କଂଗ୍ରେସରେ ଯୋଗଦେଲେ

ଝାରସୁଗୁଡ଼ା ଅଫିସ୍‌,୨୩ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ଏବେ ଜୋର ଧରିଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହି ସମୟରେ…

ବାପା ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମସନ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ତାଙ୍କ ପ୍ରେମିକା ସାରା ରହିମ୍‌ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି।…

ଡ୍ରିମ୍‌ଫକ୍ସ ଆଇପିଓକୁ ମଞ୍ଜୁର ଦେଲା ସେବି

ନୂଆଦିଲ୍ଲୀ,୨୩।୫: ଦେଶର ପ୍ରମୁଖ ବିମାନବନ୍ଦର ସେବା ଏଗ୍ରିଗେଟର ସଂସ୍ଥା ଡ୍ରିମ୍‌ଫକ୍ସ ସର୍ଭିସେସ୍‌ ଲିମିଟେଡ୍‌ ପକ୍ଷରୁ ପ୍ରସ୍ତାବିତ ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ପାଇଁ ଭାରତୀୟ ପ୍ରତିଭୂତି ଓ…

କରୋନା ସଙ୍କଟରେ ୩ ସଂକ୍ରମଣର ଦୋହରା ମାଡ଼…

ଜେନେଭା, ୨୩।୫ : କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଙ୍କଟରେ ଯୁଝୁ ଥିବା ପୃଥିବୀ ଉପରେ ୩ ସଂକ୍ରମଣର ଦୋହରା ମାଡ଼ ଆରମ୍ଭ…

ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ…

ଓ୍ବାଶିଂଟନ/ମସ୍କୋ, ୨୩।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪ ମାସ ବିତିଛି। ଯୁଦ୍ଧ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ ହେବାରେ ଲାଗିଛି। ଯୁଦ୍ଧରେ…

ମଦ ପିଇ ଟ୍ରେନ୍‌ ଇଞ୍ଜିନ୍‌ ତଳେ ଶୋଇପଡ଼ିଲେ, ଆଉ ତା’ ପରେ…

ମଦନିଶାରେ ଜଣେ ବ୍ୟକ୍ତି ଏପରି କିଛି କରିଥାଏ, ଯାହାକି ନିଶା ଛାଡ଼ିବା ପରେ ଲୋକେ ଥଟ୍ଟା ପରିହାସ କରିଥାନ୍ତି। ମଧ୍ୟପ୍ରଦେଶର ଏକ ଷ୍ଟେଶନରେ ଏମିତି ଘଟଣା ଦେଖିବାକୁ…