ବ୍ରିଟେନ୍‌ ଲୋକେ ୟୁକ୍ରେନ୍‌ ଶରଣାର୍ଥୀଙ୍କୁ ଘରେ ଦେବେ ଆଶ୍ରୟ, ସରକାର ଆରମ୍ଭ କଲେ ଯୋଜନା…

ଲଣ୍ଡନ, ୨୭।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାଠାରୁ ଏପର୍ଯ୍ୟନ୍ତ ପ୍ରାୟ ୩୦ ଲକ୍ଷରୁ ଅଧିକ ଲୋକ ଜୀବନ ଭୟରେ ଭିଟ।ମାଟି ଛାଡ଼ି ପଳାୟନ କରିଛନ୍ତି।…

ହାଲୁୱା, ବିରିୟାନିକୁ ବାୟ ବାୟ

ମୁମ୍ବାଇ: ବଲିଉଡ ବେବୋ କରିନା କପୁର ଖାଁ ଏବେ ବ୍ୟାକଟୁ ଫର୍ମ ଆସିଯାଇଛନ୍ତି । ଅର୍ଥାତ୍ ସେ ଏବେ ଅଏଲି ଫୁଡ ଛାଡି ନିଜ ଫିଟନେସ ଉପରେ…

ବାହାଘର ପାଇଁ ଶପିଙ୍ଗ ଆରମ୍ଭ କଲେଣି ଆଲିଆ!

ମୁମ୍ବାଇ: ବଲିଉଡରେ ଏବେ ଚାଲିଛି ବିବାହର ଋତୁ । ଜଣକ ପରେ ଜଣେ ସେଲିବ୍ରିଟି ବିବାହ ବନ୍ଧନରେ ବାନ୍ଧି ହୋଇ ଯାଉଛନ୍ତି । ଏବେ ସବୁଠୁ ଅଧିକ…

କର ବା ମର ମ୍ୟାଚ୍‌: ୨୭୫ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ର ୨୮ତମ ମ୍ୟାଚ୍‌ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯାଉଛି। ସେମିଫାଇନାଲରେ ପହଞ୍ଚିବାକୁ ହେଲେ ଭାରତୀୟ ଦଳକୁ ଏହି…

ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌

ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ…

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର…

ମାନସ ସ୍ବାଇଁ ହତ୍ୟା ମାମଲା: ଆଶ୍ରମରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୭।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମାଲରେ ରବିବାର ଭୁବନେଶ୍ୱରର ଏକ ଆଶ୍ରମରେ କ୍ରାଇମବ୍ରାଞ୍ଚର ଟିମ୍‌ ଛାନବିନ କରୁଛି। କେମତି ମର୍ଡର ପ୍ଲଟ ରଚା ଯାଇଥିଲା? କିଭଳି…

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ…

ଏକ ସନ୍ତାନ ନୀତିର ପରିଣାମ, ଅବସର ବୟସ ସୀମା ବଢ଼ିଲା…

ବେଜିଂ, ୨୭।୩ : ଗତ ଦଶନ୍ଧି ଧରି ଚାଇନ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ‘ଏକ ସନ୍ତାନ ନୀତି‘ ପ୍ରଣୟନ କରିଥିଲା। ବର୍ତ୍ତମାନ ଚାଇନାକୁ ଏହାର ପରିଣାମ ଭୋଗିବାକୁ…

ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ

ମୁନିଗୁଡ଼ା,୨୭ା୩(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ…