୩୨ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ହୋଇଛି। ଏହି ବୈଠକ ୩୨ ମିନିଟ୍‌ରେ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ବ୍ୟକ୍ତିଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର…

ଶ୍ରୀଲଙ୍କା ସହ ଭାରତର ତୁଳନା କଲେ ରାହୁଲ

ନୂଆଦିଲ୍ଲୀ,୧୮।୫: ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ଶ୍ରୀଲଙ୍କା ସହ ଭାରତକୁ ତୁଳନା କର ଚର୍ଚ୍ଚାରେ ରାହୁଲ ଗାନ୍ଧୀ। ଭାରତର ଅର୍ଥନୀତିକୁ ସେ ସମାଲୋଚନା କରି ଗ୍ରାଫ…

ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା

ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍‌.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ…

ବଳଦ ଖୋଜିବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ ବୃଦ୍ଧ, ମୃତ୍ୟୁ ପୂର୍ବରୁ କହିଲେ ଶୁଣ୍ଢରେ ଟେକି କଚାଡ଼ିଲା

କେନ୍ଦୁଝର,୧୮ା୫(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ନିଧିଆ ନାୟକ (୬୫)। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି…

ଓଡ଼ିଶା: ଆଜିର ଫଟୋ (ମେ ୧୮, ୨୦୨୨)

ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ପାଳିତ ଅଗ୍ନିଶମ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଅଗ୍ନି ନିରାପତ୍ତା ମକଡ୍ରିଲ   କଟକ ଜ଼ିଲ୍ଲାପାଳଙ୍କ ସମ୍ମିଳନୀ…

କଂଗ୍ରେସ ଅଧ୍ୟକ୍ଷ ପାଇଁ କାର୍ଯ୍ୟକର୍ତ୍ତାଙ୍କ ପ୍ରଥମ ପସନ୍ଦ ରାହୁଲ ଗାନ୍ଧୀ

ଥିରୁଭାନନ୍ତପୁରମ୍‌,୧୮।୫: ନିକଟରେ କଂଗ୍ରେସ ଦଳର ଚିନ୍ତନ ଶିବିର ରାଜସ୍ଥାନରେ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଦଳରେ ଅନେକ ପରିବର୍ତ୍ତନ ଆଣିବା ପାଇଁ ସଂକଳ୍ପ ପାରିତ ହୋଇଥିଲା। ସେଥିମଧ୍ୟରେ…

‘ଆତଙ୍କବାଦ ବିରୋଧୀ ଅଭିଯାନ’ରେ ୯ ମୃତ, ୨୪ ଆହତ

ଇସ୍‌ଲାମାବାଦ,୧୮ା୫: ତାଜିକିସ୍ତାନ ପୋଲିସ ବୁଧବାର ଏକ ପ୍ରମୁଖ ଘୋଷଣା କରିଛି। ଯେଉଁଥିରେ ଆଫଗାନିସ୍ତାନ ଏବଂ ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ତାଜିକିସ୍ତାନ ଆତଙ୍କବାଦ ବିରୋଧୀ ଅଭିଯାନ ଆରମ୍ଭ କରିଛି…

ଇଣ୍ଡିଗୋର ନୂଆ ସିଇଓ ହେଲେ ପିଟର ଏଲବର୍ସ

ନୂଆଦିଲ୍ଲୀ,୧୮।୫: ଇଣ୍ଡିଗୋର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ପିଟର ଏଲବର୍ସଙ୍କୁ ନିଯୁକ୍ତି ମିଳିଛି। ଅନୁମୋଦନ ପରେ ଆସନ୍ତା ଅକ୍ଟୋବର ୧ କିମ୍ବା ପୂର୍ବରୁ ସେ ବିଧିବଦ୍ଧ…

କର ବା ମର ମ୍ୟାଚ୍‌ରେ ଟସ୍‌ ହାରିଲା କୋଲକତା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ଟସ୍‌ ଜିତି ବ୍ୟାଟିଂ…