ଆଇନଜୀବୀଙ୍କୁ ଉପକୃତ କରିବ ଇ- ଲାଇବ୍ରେରି

ଜୟପୁର, ୨୩।୩ (ନି.ପ୍ର.) - ଜୟପୁରସ୍ଥିତ ଜିଲା କୋର୍ଟରେ ମଙ୍ଗଳବାର ଇ-ଲାଇବ୍ରେରି ଉଦ୍‌ଘାଟିତ ହୋଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ. ମୁରଲିଧର ଭିଡିଓ କନଫରନେସି ଦ୍ୱାରା ଏହାକୁ…

ପ୍ରଚାର ଶେଷ, ଭୋଟରଙ୍କ ହାତରେ ପ୍ରାର୍ଥୀଙ୍କ ଭାଗ୍ୟ

ରାୟଗଡ଼ା ଅଫିସ, ୨୩।୩ - ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପିଲା ରାୟଗଡ଼ା ସହରର ବିଭିନ୍ନ ସାହିବସ୍ତି। ପ୍ରମୁଖ ଦଳୀୟ ପ୍ରାର୍ଥୀ ପ୍ରଚାର ରଣାଙ୍ଗନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଆପ୍ରାଣ…

ଦୋଳ ପାଇଁ ଉତ୍ସବମୁଖର ଗୁନେଇବିଲି

ଢେଙ୍କାନାଳ ଅଫିସ, ୨୩।୩ - ଦୋଳ ମହୋତ୍ସବକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ଗୁନେଇବିଲି ପଞ୍ଚାୟତର ୧୦୦ ବର୍ଷ ପୁରୁଣା ଏହି ମହୋତ୍ସବରେ…

୪ ବିଦ୍ୟାଳୟରେ ଲାଗିଲା ସାନିଟାରି ନାପ୍‌କିନ୍‌ ଭେଣ୍ଡିଂ ମେଶିନ୍‌

କୁଜଙ୍ଗ,୨୩।୩(ଡି.ଏନ୍‌.ଏ.): ୧୦ରୁ ୧୯ ବର୍ଷ ବାଳିକାମାନଙ୍କ ସ୍ବଚ୍ଛତା ଓ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ନିମନ୍ତେ ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପକ୍ଷରୁ ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ସାନିଟାରୀ ନାପ୍‌କିନ୍‌…

ଚକୋଲେଟ ଖାଇ ୪ଶିଶୁ ମୃତ

କୁଶୀନଗର,୨୩।୩: ଉତ୍ତରପ୍ରଦେଶର କୁଶୀନଗରରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ଏକାସାଙ୍ଗରେ ୪ଜଣଙ୍କ ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି। ମୃତକ ମଧ୍ୟରେ ୨ଜଣ…

ବ୍ରାହ୍ମଣୀ ନଦୀକୂଳରୁ ମିଳିଲା ୭୦୦ ବର୍ଷର ପୁରାତନ ମନ୍ଦିର

ଭୁବନେଶ୍ୱର, ୨୩।୩(ବ୍ୟୁରୋ) - ରାଜ୍ୟର ଏବେ ବି କେତେକ ସ୍ଥାନରେ ପୂର୍ବରୁ ଲୋପ ପାଇଯାଇଥିବା ଐତିହ୍ୟ କୀର୍ତ୍ତିରାଜି ଓ ମନ୍ଦିରଗୁଡ଼ିକ ଭଗ୍ନାବସ୍ଥାରେ ଲୁଚି ରହିଛି। ତେବେ ଏଭଳି…

୫୮ ମେଧାବୀଙ୍କୁ ଉତ୍କର୍ଷ ବୃତ୍ତି

କଣିହାଁ ,୨୩।୩(ଡି.ଏନ.ଏ.) - କଣିହାଁ ଏନ୍‌ଟିପିସି ପକ୍ଷରୁ ନିକଟବର୍ତ୍ତୀ ଗ୍ରାମର ୫୮ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଉତ୍କର୍ଷ ବୃତ୍ତି ପ୍ରଦାନ କରାଯାଇଛି। ୨୦୨୦-୨୧ ଶିକ୍ଷା ବର୍ଷରେ ଉତ୍ତମ…

ଶୋଭାଯାତ୍ରାରେ ଶକ୍ତି ପ୍ରଦର୍ଶନ

ଢେଙ୍କାନାଳ ଅଫିସ, ୨୩।୩ - ସରିଛି ପ୍ରଚାର। ପ୍ରତିଶ୍ରୁତି ଦେଇ ଭୋଟରଙ୍କ ନିକଟତର ହୋଇଛନ୍ତି ନେତା। ଏବେ ଅପେକ୍ଷା ୨୪ ତାରିଖରେ ହେବାକୁ ଥିବା ମତଦାନକୁ। ମଙ୍ଗଳବାର…

ଶିଶୁଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଆଳି,୨୩।୩(ଡି.ଏନ.ଏ.): ରାଜ୍ୟ ସରକାର ଗରିବଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ଯୋଗାଇ ଦେଇଛନ୍ତି। ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଜଣେ ଦୁଇ ମାସର ଶିଶୁପୁତ୍ରଙ୍କ ଚିକିତ୍ସା…

ହିରୋ ମୋଟୋକର୍ପ ଚେୟାରମ୍ୟୋନଙ୍କ ଘରେ ଆଇଟି ଚଢ଼ାଉ

ଗୁରଗାଓଁ,୨୩।୩: ହିରୋ ମୋଟୋକର୍ପ ଚେୟାରମ୍ୟାନ ତଥା ଏମ୍‌ଡି ପୱନ ମୁଞ୍ଜାଲଙ୍କ ଘରେ ଆୟକର ବିଭାଗ(ଆଇଟି) ଚଢ଼ାଉ କରିଛି। ବୁଧବାର ସକାଳୁ ତାଙ୍କ ବାସଭବନ ଓ ଗୁରୁଗାଓଁ ସ୍ଥିତ…