କ୍ୱିଭ୍‌ ଉପାନ୍ତରୁ ରୁଷିଆ ବେଦଖଲ

କ୍ୱିଭ୍‌, ୨୩ା୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଙ୍ଗଳବାର ୨୭ ଦିନରେ ପହଞ୍ଚିଥିବା ବେଳେ ଲଢ଼େଇ ଥମିବାର କୌଣସି ଉପାୟ ବାହାରିପାରିନାହିଁ। ଉଭୟ ପକ୍ଷଙ୍କ ପ୍ରତିନିଧି ପୂର୍ବରୁ ସ୍ଥଗିତ ଥିବା…

କଂଗ୍ରେସ କଶ୍ମୀରବାସୀଙ୍କ ଭାବନାକୁ ବୁଝି ପାରୁନାହିଁ: ବିକ୍ରମାଦିତ୍ୟ ସିଂ

ନୂଆଦିଲ୍ଲୀ,୨୩ ।୩: ଦେଶ ସ୍ୱାଧିନତା ସମୟରେ ଜମ୍ମୁ-କଶ୍ମୀରର ମହାରାଜା ଥିବା ହରି ସିଂଙ୍କ ନାତି ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପିତା…

ସୋନିଆଙ୍କୁ ଭେଟିଲେ ଜି-୨୩ ନେତା

ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍‌ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ ଏହି…

୧୨ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜଧାନୀରେ ଶାନ୍ତିଶୃଙ୍ଖଳାର ସହ ପୌର ନିର୍ବାଚନ ସମ୍ପନ୍ନ ନିମନ୍ତେ ମଡେଲ କୋଡ୍‌ ଅଫ କଣ୍ଡକ୍ଟ ଲାଗୁ ହେବା ପରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା ତରଫରୁ…

କଂଗ୍ରେସ ଛାଡ଼ିଲେ କରଣ ସିଂଙ୍କ ପୁଅ

ନୂଆଦିଲ୍ଲୀ,୨୩ା୩: ଜମ୍ମୁ-କଶ୍ମୀରର ପ୍ରଥମ ରାଜ୍ୟପାଳ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କରଣ ସିଂଙ୍କ ପୁଅ ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ କଂଗ୍ରେସ ତୃଣମୂଳ ସ୍ତରରେ…

ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଏଣିକି କଲେଜରେ ନାମଲେଖା ପାଇଁ ସାରା ଦେଶରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ…

ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ

ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ…

ମଲାଇକାଙ୍କ ପ୍ରେରଣା ଅର୍ଜୁନ

ମୁମ୍ବାଇ: ବି’ ଟାଉନ୍‌ରେ ଫିଟ୍‌ନେଶ୍‌ କଥା ଉଠିଲେ ଆଖି ଆଗକୁ ଚାଲିଆସନ୍ତି ମଲାଇକା ଅରୋରା। ୪୮ ବର୍ଷୀୟା ମଲାଇକା ନିଜ ଫିଟ୍‌ନେଶ୍‌ ଓ ଜିରୋ ଫିଗର୍‌ ପାଇଁ…

ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା ବିଭିନ୍ନ…

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ ବିଶ୍ୱର…