ପର୍ଯ୍ୟଟକଙ୍କ ଆକର୍ଷଣ ତାରାତାରିଣୀଙ୍କ ଭବ୍ୟ ଆଦିପୀଠ

ଜିତେନ୍ଦ୍ର କୁମାର ନାୟକ ତାରାତାରିଣୀ ପୀଠ, ୧୮।୫: ଶିବ ପୁରାଣରେ ବର୍ଣ୍ଣନା କରାଯାଇଛି ଯେ, ସତୀଙ୍କ ମୃତଦେହକୁ ଶିବ କାନ୍ଧରେ ପକାଇ ସମଗ୍ର ଭାରତ ବୁଲୁଥିବା ବେଳେ…

ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର…

ସିଂହମୂର୍ତ୍ତି ଗଙ୍ଗବଂଶର ହୋଇଥାଇପାରେ

ପୁରୀ ଅଫିସ,୧୮ା୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ମିଳିଥିବା ଭଗ୍ନ ସିଂହମୂର୍ତ୍ତି ଗଙ୍ଗ ବଂଶ ରାଜତ୍ୱ ସମୟର ହୋଇଥାଇପାରେ…

ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ ସର୍ବେକ୍ଷଣ…

୮୨ ଜଣଙ୍କ ନାଁ ସଙ୍ଗିନ ଅପରାଧ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ବ୍ୟକ୍ତି ଜନପ୍ରତିନିଧି ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଉଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଜୟୀ ହୋଇ ଜନପ୍ରତିନିଧି ଭାବେ ପ୍ରଶାସନ କ୍ଷେତ୍ରରେ…

କିଡ୍‌ନୀ ଦେଇ ୨ଜଣଙ୍କୁ ବଞ୍ଚାଇଲେ ‘ସିଦ୍ଧି’

ଭୁବନେଶ୍ୱର (ବ୍ୟୁରୋ) /କଟକ ଅଫିସ/ ଭଞ୍ଜନଗର (ଡି.ଏନ୍‌.ଏ.),୧୮।୫: ନିଜେ ସିନା ଚାଲିଗଲେ କିନ୍ତୁ କିଡ୍‌ନୀ ଦାନ କରି ବଞ୍ଚାଇ ଦେଲେ ଆଉ ଦୁଇଜଣଙ୍କ ଜୀବନ। ଦଶମ ଶ୍ରେଣୀର…

ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କୃଷି ଯନ୍ତ୍ରାଂଶ ସବ୍‌ସିଡି ହଡ଼ପ ଘଟଣାର ତଦନ୍ତ ପାଇଁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ। ଜୁଲାଇ ୧୫ ମଧ୍ୟରେ ଆବଶ୍ୟକ ତଦନ୍ତ କରି ରିପୋର୍ଟ…

ବାରବାଟୀ ମ୍ୟାଚ୍‌ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିିୟମ୍‌ରେ ଆସନ୍ତା ୧୨ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌କୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଷ୍ଟାଡିୟମ୍‌ରେ…

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା

ଆସିକା/ଭଞ୍ଜନଗର,୧୮।୫ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଅଗ୍ନିଶମ କେନ୍ଦ୍ରର ଜଣେ ଡ୍ରାଇଭର (ହାବିଲଦାର) ସୋମବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଦୟାନିଧି ମହାନ୍ତ। ଗାଙ୍ଗପୁର ଥାନା…

ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର…