ଏଥର ତେଲଗୁ ନିର୍ଦ୍ଦେଶକଙ୍କ ସହ ଧମାଲ କରିବେ ସଲମାନ

ମୁମ୍ବାଇ: ଏବେ ବଲିଉଡର ଅଧିକାଂଶ ଫିଲ୍ମରେ ସାଉଥ୍ ଫିଲ୍ମର ରିମେକ ଦେଖିବାକୁ ପଡୁଛି । ଆଉ ବଲିଉଡ୍ ସେଲିବ୍ରିଟିମାନେ ଏବେ ସାଉଥ ଫିଲ୍ମରେ ଅଭିନୟ କରିବା ଆରମ୍ଭ…

ଆସନ୍ତା ୩୧ରେ ୧୧ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୭।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ପ୍ରାର୍ଥିପତ୍ର ପ୍ରତ୍ୟାହାରର ମଙ୍ଗଳବାର ଥିଲା ଶେଷ ତାରିଖ। ଏହି ଦିନ ୩ ଜଣ ପ୍ରାର୍ଥୀ…

ସ୍ତ୍ରୀଙ୍କ ସହ ରହିବା ଜିଦ୍‌: ତିହାର ଜେଲ୍‌ରେ ଠକ ସୁକେଶଙ୍କ ଅନଶନ

ନୂଆଦିଲ୍ଲୀ,୧୭।୫: ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ସହ ଅଭିନେତ୍ରୀଙ୍କୁ ମହଙ୍ଗା ଉପହାର ଦେବା ମାମଲାରେ ଗିରଫ ହୋଇଥିବା ଠକ ସୁକେଶ ଚନ୍ଦ୍ର ଶେଖର ଅନଶନରେ ବସିଛନ୍ତି।…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି…

‘ଡକ୍ଟର ଷ୍ଟ୍ରେଞ୍ଜ’ ଅଭିନେତ୍ରୀଙ୍କୁ ୮ ବର୍ଷ ଜେଲଦଣ୍ଡ

ନୂଆଦିଲ୍ଲୀ: ସୁପରହିଟ ହଲିଉଡ ଫିଲ୍ମ ‘ଡକ୍ଟର ଷ୍ଟ୍ରେଞ୍ଜ’ରେ ଅଭିନୟ କରି ବାହାବା ସାଉଁଟିଥିବା ଅଭିନେତ୍ରୀ ଜାରା ଫିଥିଆନ୍‌ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ଜଣେ ନାବାଳିକାଙ୍କୁ ଯୌନ…

ବଦଳିବ କି ଔରଙ୍ଗାବାଦ ଏୟାରପୋର୍ଟର ନାମ: ସିନ୍ଧିଆଙ୍କୁ ଭେଟିଲେ ମହାରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୫: ଶିବସେନା ନେତା ତଥା ମହାରାଷ୍ଟ୍ର ଶିଳ୍ପ ମନ୍ତ୍ରୀ ସୁଭାଷ ଦେଶାଇ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହି…

ଅମରନାଥ ଯାତ୍ରୀଙ୍କୁ ମିଳିବ ଆରଆଇଏଫ୍‌ଡି କାର୍ଡ

ନୂଆଦିଲ୍ଲୀ,୧୭।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଏଥିରେ ଅମରନାଥ ଯାତ୍ରାର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ଶାହା। ଏହି ବୈଠକରେ…

କୋର୍ଟ କମିଶନର ହଟିଲେ…

ବାରାଣସୀ, ୧୭।୫ : ଜ୍ଞାନବ୍ୟାପି ମାମଲାରେ ମୁସଲମାନ ପକ୍ଷଙ୍କ ଆବେଦନ ଅନୁସାରେ ବାରାଣସୀ କୋର୍ଟ କୋର୍ଟ କମିଶନର ଅଜୟ ମିଶ୍ରଙ୍କୁ ହଟାଇ ଦେଇଛନ୍ତି। ଅନ୍ୟ ଦୁଇ କୋର୍ଟ…

ଉତ୍ତର କୋରିଆରେ କରୋନା ପ୍ରତିରକ୍ଷା ଦୁର୍ବଳ

ପୋଙ୍ଗୟାଙ୍ଗ,୧୭।୫: ଉତ୍ତର କୋରିଆରେ କରୋନା ଚିହ୍ନଟ ହେବା ପରେ ଜ୍ୱର ମାମଲା ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମଙ୍ଗଳବାର ଉତ୍ତର କୋରିଆରେ ୨,୬୯,୫୧୦ ଲୋକଙ୍କଠାରେ ଜ୍ୱରର…

ଧୋନୀଙ୍କ ନୂଆ ପଦକ୍ଷେପ

ବେଙ୍ଗାଲୁରୁ,୧୭।୫: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପିଲାମାନଙ୍କ ପାଇଁ ଏକ ଗ୍ଲୋବାଲ ସ୍କୁଲ ଆରମ୍ଭ କରିଚନ୍ତି କ୍ରିକେଟ ତାରକା ମହେନ୍ଦ୍ର ସିଂହ ଧୋନୀ। ଏହି ବିଶ୍ୱସ୍ତରୀୟ ବିଦ୍ୟାଳୟର ପ୍ରଥମ…