ବରୀ,୧୬ା୫(ଡି.ଏନ.ଏ.): ବରୀ ବ୍ଲକ ବରୀ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ପୋଖରୀ ପୁନରୁଦ୍ଧାର ଓ ରାସ୍ତା କାର୍ଯ୍ୟ କରାଯାଉଛି।…
ଅହମଦାବାଦ,୧୬।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଆମ୍ ଆଦ୍ମୀ ପାର୍ଟି ରବିବାର…
କାଲିଫର୍ନିଆ,୧୬ ।୫: ଆମେରିକାରେ ଗୁଳିକାଣ୍ଡ ଘଟଣା ଲାଗି ରହିଛି । ଶନିବାର ବଫେଲୋ ସୁପରମାର୍କେଟରେ ଗୁଳିକାଣ୍ଡ ପରେ ରବିବାର କାଲିଫର୍ନିଆର ଏକ ଚର୍ଚ୍ଚରେ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି…
ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍ କମ୍ପ୍ୟୁଟର ଲ୍ୟାବ୍ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି ସଂଶୋଧନ…
ନୂଆଦିଲ୍ଲୀ,୧୬ା୫: ପ୍ରାୟ ଅଢ଼େଇ ବର୍ଷ ତଳେ କେନ୍ଦ୍ର ସରକାର ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ପଦ ସୃଷ୍ଟି କରିଥିଲେ…
ଯାଜପୁର ଅଫିସ,୧୬ା୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍ଏଚ୍) ନିର୍ମାଣ କରୁଛନ୍ତି। କିନ୍ତୁ…
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ ଉପସଭାପତି…
ନୂଆଦିଲ୍ଲୀ,୧୬ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନି ଗସ୍ତ କରିବେ ।…
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ନେଇ ଭାଜପା ନେତାମାନଙ୍କ ମଧ୍ୟରେ ଏକ ପ୍ରକାର ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ପୁରୀ ବିଧାୟକ ଜୟନ୍ତ…
ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ…