ମୁଣ୍ଡକା ଅଗ୍ନିକାଣ୍ଡ: ଫ୍ୟାକ୍ଟ୍ରି ମାଲିକଙ୍କ ଦୁଇ ପୁଅ ଗିରଫ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ଅଗ୍ନିକାଣ୍ଡରେ ଫ୍ୟାକ୍ଟ୍ରି ମାଲିକଙ୍କ ଦୁଇ ପୁଅ ବରୁଣ ଗୋୟଲ ଓ ହରିଶ ଗୋୟଲଙ୍କୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି…

ଟମୋଟୋ ଫ୍ଲୁରେ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ

ଥିରୁଭାନ୍ତପୁରମ,୧୪।୫: କରୋନା ପରେ ଏବେ ଦେଶରେ ଆଉ ଏକ ରୋଗ ଟମାଟୋ ଫ୍ଲୁ ସମସ୍ତଙ୍କ ଚିନ୍ତା ବଢ଼ାଉଛି। କେରଳରେ ଏପର୍ଯ୍ୟନ୍ତ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ ହୋଇଛନ୍ତି।…

ମୁଣ୍ଡକା ଅଗ୍ନିକାଣ୍ଡ: ହ୍ୱାଟସଆପ ବଞ୍ଚାଇଦେଲା ୧୦୦ରୁ ଅଧିକ ଜୀବନ

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବ୍ୟବସାୟିକ ୩ ମହଲା ଘରେ ଶୁକ୍ରବାର ନିଆଁ ଲାଗିଯିବା ଫଳରେ ସ୍ଥାନୀୟ ଅଞ୍ଚଳରେ…

ପ୍ରଦୀପ ସାହୁ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ

ଗୁଣପୁର,୧୪।୫(ଡି.ଏନ.ଏ): ରାୟଗଡା ଜିଲା ଗୁଣପୁର ଅଞ୍ଚଳର ଯୁବ ନେତା ପ୍ରଦୀପ ସାହୁ ଯୁବ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଭାବେ ମନୋନୀତ ହୋଇଛନ୍ତି। ଜାତୀୟ ଯୁବ କଂଗ୍ରେସ ସମ୍ପାଦକ…

ଉପନିର୍ବାଚନ ପାଇଁ ରଣନୀତି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍‌ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ…

୩ ଦଳ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ…

ଏବେ ଆହୁରି ଖରାପ ହେବ ଦେଶର ଆର୍ଥିକ ପରିସ୍ଥିତି: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୧୪ ।୫: ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ଖରାପ ହେବ । ଏବେ ଶ୍ରୀଲଙ୍କା ଘୋର…

ନାଁ ପଚାରି ରାହୁଲଙ୍କୁ ମାରିଥିଲେ

ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ସୁରକ୍ଷା ବଳ…

କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

କୋଝିକୋଡ୍‌,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍‌ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା…

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ ଘଟିଛି।…