ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ

ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା।…

ମହାରାଷ୍ଟ୍ର ଜାଲନାରେ ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ: ୫ ପୋଲିସ ଆହତ

ଜାଲନା,୧୩ ।୫: ମହାରାଷ୍ଟ୍ରର ଜାଲନା ଜିଲାର ଏକ ଗାଁରେ ଶୁକ୍ରବାର ସକାଳୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଉଭୟ ପଟରୁ ପଥର ଓ ଇଟା…

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ…

୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା

ଜଗତ୍‌ସିଂହପୁର ଅଫିସ,୧୩ା୫: ଜଗତ୍‌ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା…

ପ୍ରାଚୀନ ବୌଦ୍ଧଯୁଗୀୟ ବୋଧିସତ୍ତ୍ୱ ମୂର୍ତ୍ତି ଉଦ୍ଧାର

ଚଣ୍ଡିଖୋଲ,୧୩ା୫(ଡି.ଏନ୍‌.ଏ.): ଏବେବି ମାଟିତଳେ ଅନେକ ପ୍ରାଚୀନ କୀର୍ତ୍ତିରାଜି ପୋତି ହୋଇ ରହିଛି। ବିଭିନ୍ନ ସମୟରେ ଖନନ କରାଯିବା ହେତୁ ଏହାର ସନ୍ଧାନ ମିଳୁଛି। ଗୁରୁବାର ଯାଜପୁର ଜିଲା…

ଇସ୍କନ ମନ୍ଦିରରେ ଚାଲିଛି ବଡ଼ ଖେଳ,ଖୁବ୍‌ଶୀଘ୍ର କରିବି ପର୍ଦ୍ଦାଫାଶ: ତେଜ ପ୍ରତାପ

ପାଟନା,୧୩।୫: ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ପାଟନାରେ ଥିବା ଇସ୍କନ…

ଅଧିକାରୀଙ୍କୁ ଫାଇଦା ଚାଷୀଙ୍କ ଅଭିଯୋଗ

ଯାଜପୁର ଅଫିସ,୧୩ା୫: ଯାଜପୁର ଜିଲାର କେତେକ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ଦୁର୍ନୀତି ଏବଂ ତାକୁ ଘଣ୍ଟ ଘୋଡାଇବାକୁ ଯାଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ…

ଆଜିଠାରୁ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର

ନୂଆଦିଲ୍ଲୀ,୧୩ ।୫: ଗୋଟିଏ ପରେ ଗୋଟିଏ ରାଜ୍ୟରେ ପରାଜୟ ହେବା ପରେ ଏବେ ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ରାଜସ୍ଥାନର ଉଦୟପୁରରେ ଚିନ୍ତନ ଶିବିରର…

ଗଛ ଜଗୁଆଳି ବିଚିତ୍ରଙ୍କୁ ମିଳୁନି ମଜୁରି

ମହାକାଳପଡ଼ା,୧୩ା୫(ଡି.ଏନ.ଏ.): ପରିବେଶ ପ୍ରଦୂଷଣ ଓ ମୃତ୍ତିକା ଅବକ୍ଷୟକୁ ରୋକିବାକୁ ବୃକ୍ଷ ରୋପଣ ମୁଖ୍ୟ ଭୂମିକା ନିର୍ବାହ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଜଙ୍ଗଲ ଓ…

ଗର୍ଭବତୀ ଅଛନ୍ତି କି କ୍ୟାଟ୍ରିନା, ହେଲା ଖୁଲାସା

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନିକଟରେ ଅଭିନେତା ବିକି କୌଶଲଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ବିବାହକୁ ୬ ମାସ ମଧ୍ୟ ପୂରିନି। କିନ୍ତୁ କ୍ୟାଟ୍ରିନା ଖୁବ୍‌ଶୀଘ୍ର ମା’…