୨ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଆଗାମୀ ଲକ୍ଷ୍ୟ ରହିଛି…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ୭୧ ବର୍ଷ ବୟସରେ ମଧ୍ୟ ସେ ଦେଶର ଦାୟିତ୍ୱ ପରିଚାଳନା କରିବା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ…

ଫିଲ୍ମ ଜଗତରେ ଏଣ୍ଟ୍ରି କଲେ ଧୋନୀ

କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଫିଲ୍ମ ଜଗତରେ ପାଦ ଥାପିଛନ୍ତି। ହେଲେ ସେ ଅଭିନେତା ଭାବରେ ନୁହେଁ ବରଂ ନିର୍ମାତା ଭାବେ ଫିଲ୍ମ ଜଗତରେ କାମ…

ଆଗୁଆ ଆସିବ ମୌସୁମୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଆସିବ। ନିର୍ଦ୍ଧାରିତ ସମୟର ୫ଦିନ ପୂର୍ବରୁ ଅର୍ଥାତ୍‌ ମେ’ ୧୫ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ…

ଉତ୍ତର କୋରିଆରେ କରୋନା ଆତଙ୍କ: ଜ୍ୱରରେ ୬ ଜଣଙ୍କ ମୃତ୍ୟୁ, ଆଇସୋଲେଶନରେ ୧.୮୭ ଲକ୍ଷ ଲୋକ

ପ୍ୟୋଙ୍ଗୟାଙ୍ଗ,୧୩ ।୫: ଏପର୍ଯ୍ୟନ୍ତ କରୋନା ମହାମାରୀ ପହଞ୍ଚି ନ ଥିବା ଦେଶ ଉତ୍ତର କୋରିଆରେ ଏବେ କରୋନା ଆତଙ୍କ । ଶୁକ୍ରବାର ସକାଳେ ଏଏଫପି ନ୍ୟୁଜ ଏଜେନ୍ସି…

ପାକିସ୍ତାନରେ ବଡ଼ ବିସ୍ଫୋରଣ

ଇସଲାମାବାଦ୍‌,୧୩।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବୋମା ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କ ସଂଖ୍ୟା ୧୩ରୁ ଅଧିକ…

ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ) ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ…

କ୍ୟାମ୍ପବେଲ୍‌ ଏୟାର ଇଣ୍ଡିଆ ସିଇଓ

ନୂଆଦିଲ୍ଲୀ,୧୩।୫(ପି.ଟି.):ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ତଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ସ୍କୁଟ୍‌ ସିଇଓ କ୍ୟାମ୍ପ୍‌ବେଲ୍‌ ଓ୍ବିଲସନଙ୍କୁ ଟାଟା ସନ୍ସ ନିଯୁକ୍ତି ଦେଇଛି। ୫୦…

ଏହି ଦିନ ଓଟିଟିରେ ହେବ ରିଲିଜ୍‌

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ପାଖାପାଖି ୧,୧୨୭ କୋଟି ଟଙ୍କା କଲେକ୍ସନ ସହିତ ଚତୁର୍ଥ ସର୍ବାଧିକ ଆୟ କରିଥିବା…

ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର: ୨ପାଇଲଟ ମୃତ

ରାୟପୁର,୧୨।୫: ଛତିଶଗଡ଼ର ରାୟପୁର ବିମାନବନ୍ଦରରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ହେଲିକପ୍ଟର ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ୨ଜଣ ପାଇଲଟଙ୍କ…