ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି…

ବାହାହେବା ପାଇଁ ମୋଦିଙ୍କୁ ଚିଠି

ଶାମଲି,୧୨।୫: ଉତ୍ତରପ୍ରଦେଶ ଶାମଲି ଜିଲାର କେରାନାରେ ରହୁଥିବା ୨ ଫୁଟ ୬ ଇଞ୍ଚର ୨୮ବର୍ଷୀୟ ଆଜିମ ମନସୁରୀ ନାମକ ଜଣେ ବ୍ୟକ୍ତି ନିଜ ବିବାହ ପାଇଁ ପ୍ରଧାନମନ୍ତ୍ରୀଙ୍କୁ…

୧୦୦ବି ଛୁଇଁପାରିଲାନି ସିଏସ୍‌କେ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଧିନାୟକ…

ସୁନା ଦୋକାନରେ ଜିଏସ୍‌ଟି ଅଧିକାରୀଙ୍କ ଚଢ଼ାଉ

କଣାସ,୧୨।୫(ସ୍ବ.ପ୍ର.): କଣାସ ବ୍ଲକରେ ଥିବା ଦୁଇଟି ସୁନା ଦୋକାନରେ ଗୁରୁବାର ଜିଏସ୍‌ଟି ପକ୍ଷରୁ ଚଢ଼ାଉ କରାଯାଇଛି। ଗୋଟିଏ ସୁନା ଦୋକାନର ଦୁଇଟି ଶାଖା ଯଥା କଣାସ କଲେଜ…

ବିନା ଡିଆର୍‌ଏସ୍‌ରେ ଖେଳାଗଲା

ମୁମ୍ବାଇ,୧୨।୫: ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରାରମ୍ଭିକ ୨ ଓଭରରେ ନିଷ୍ପତ୍ତି…

ଓଡ଼ିଶା: ଆଜିର ଫଟୋ (ମେ ୧୨, ୨୦୨୨)

କଟକ ଜୋବ୍ରାସ୍ଥିତ ସାମୁଦ୍ରିକ ସଂଗ୍ରହାଳୟ ସମ୍ମୁଖ ମହାନଦୀ ଜଳରେ ଫୁଟିଛି ପଦ୍ମ ଫୁଲ କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ରାସ୍ତା ସମ୍ପ୍ରସାରଣ ପାଇଁ ଫାର୍ମାସି…

ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲ ନିଲମ୍ବିତ

ନୂଆଦିଲ୍ଲୀ,୧୨।୫: ମନି ଲଣ୍ଡରିଂ ମାମଲାରେ ଗିରଫ ହେବାର ଦିନକ ପରେ ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ଭାରତୀୟ ପ୍ରଶାସନିକ ସେବାରୁ ନିଲମ୍ବନ କରାଯାଇଛି। କାର୍ମିକ ଓ…

ନିରପେକ୍ଷ ତଦନ୍ତ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କୋକସରା,୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡୋଙ୍ଗରି ଗାଁର ଦ୍ୱାରିକା ଦାସ(୨୨)ଙ୍କୁ ହତ୍ୟା କରି ଅଭିଯୁକ୍ତମାନେ ଆତ୍ମହତ୍ୟା ରୁପ ଦେବାକୁ…

ପୁଣି ଥରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହେଲେ ରାନିଲ ବିକ୍ରମସିଂଘେ

କଲମ୍ବୋ,୧୨।୫: ଶ୍ରୀଲଙ୍କାରେ ଗମ୍ଭୀର ଆର୍ଥତ୍କ ଓ ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ ପୁଣି ଥରେ ଶାସନକୁ ଫେରିଛନ୍ତି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କ ସହ…

ପୂର୍ବତନ ସିଡିଭିଓଙ୍କୁ ୨ ବର୍ଷ ଜେଲ ସହ ୫ ହଜାର ଜରିମାନା

ବ୍ରହ୍ମପୁର ଅଫିସ,୧୨।୫ : ଗଜପତି ଜିଲା ପାରଳାଖେମୁଣ୍ଡି ପୂର୍ବତନ ସିଡିଭିଓ ଡକ୍ଟର ଜଳଧର ମଲ୍ଲିକଙ୍କୁ ୨ବର୍ଷ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜରିମାନା। ବ୍ରହ୍ମପୁର ସ୍ବତନ୍ତ୍ର…