ଖୋଲୁନି ମୂର୍ତ୍ତି ଚୋରି ରହସ୍ୟ

ଢେଙ୍କାନାଳ ଅଫିସ, ୧୨।୫: ରାଜ୍ୟର ପ୍ରସିଦ୍ଧ ଶୈବପୀଠ ତଥା ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ବିଜେସ୍ଥଳୀ କପିଳାସରୁ ୨୦୧୬ରେ ଚୋରି ହୋଇଯାଇଥିଲା ଦ୍ୱାଦଶ ଶତାବ୍ଦୀର ୩ ଦେବଦେବୀଙ୍କ ବିରଳ ମୂର୍ତ୍ତି। ଇତିମଧ୍ୟରେ…

ଛାତ୍ରୀଙ୍କ ହାତରେ ହକି ଷ୍ଟିକ୍‌

ଢେଙ୍କାନାଳ ଅଫିସ, ୧୨।୫: ପଡ଼ିଆକୁ ଫେରିବ ହକି ଚମକ। ହାତରେ ହକି ଷ୍ଟିକ୍‌ ଧରି ଦକ୍ଷତା ପ୍ରଦର୍ଶନ କରିବେ ମହିଳା କ୍ରୀଡ଼ାବିତ୍‌। କେବଳ ଜିଲା ନୁହେଁ, ଜାତୀୟ ଦଳରେ…

ବଢୁଛି ବର୍ଷା ଜଳ ନିଷ୍କାସନ ଚିନ୍ତା

ଅନୁଗୋଳ ଅଫିସ, ୧୨।୫: ଦୀର୍ଘଦିନ ହେଲା ଅନୁଗୋଳ ସହରର ଡ୍ରେନ୍‌ ଅବସ୍ଥା ଠିକ୍‌ ନାହିଁ। କେଉଁଠି ଡ୍ରେନ୍‌ ପୋତି ହୋଇପଡ଼ିଛି ତ କେଉଁଠି ସଫେଇ ହେଉ ନାହିଁ। ଆଗକୁ…

କେନ୍ଦୁପତ୍ର କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

ବଇଣ୍ଡା,୧୨।୫(ଡି.ଏନ.ଏ.): ଆଠମଲ୍ଲିକ କେନ୍ଦୁପତ୍ର ଡିଭିଜନ ଅଧୀନରେ ଥିବା ବଇଣ୍ଡା କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟରେ ସର୍କଲ ଚେକର ନିଯୁକ୍ତିରେ ଅନିୟମିତତା ହୋଇଥିବା ବୁଧବାର ସର୍କଲ ଚେକର ବସନ୍ତ କୁମାର ସାହୁ…

ଅଧାରୁ ଅଧିକ ପଦବୀ ଖାଲି

ଆଠମଲ୍ଲିକ,୧୨।୫: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପ୍ରତି ସରକାରଙ୍କ ଚରମ ଅବହେଳା ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଦୀର୍ଘଦିନ ହେଲା ଏହି ଡାକ୍ତରଖାନାରେ ମଞ୍ଜୁରୀପ୍ରାପ୍ତ…

ଓଲଟିଲା ଯାତ୍ରାପାର୍ଟି ବସ୍‌, ୧୦ରୁ ଅଧିକ ଆହତ

କାମାକ୍ଷାନଗର,୧୨ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍‌ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌…

ନାଗୁଣୀକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଲା ନାଗ, ଚର୍ଚ୍ଚାରେ ଅନନ୍ୟ ପ୍ରେମକାହାଣୀ

ମଣିଷର ପ୍ରେମକାହାଣୀ ବିଷୟରେ ଆପଣ ଶୁଣିଥିବେ, ହେଲେ ବିହାରର ଗୋପାଳଗଞ୍ଜ ଜିଲାର ଭୋରେ ବ୍ଲକ ଅଞ୍ଚଳରେ ନାଗ-ନାଗୁଣୀଙ୍କ ପ୍ରେମକାହାଣୀ ଚର୍ଚ୍ଚାର ବିଷୟ ପାଲଟିଛି। ଜିଲାର ଭୋପାଟପୁରା ଗାଁରେ…

ଏଲନ ମସ୍କଙ୍କୁ ସାହାଯ୍ୟ ମାଗିଲେ ୟୁକ୍ରେନ୍ କମାଣ୍ଡର

କ୍ୱିଭ,୧୨ ।୫: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ମାରିଉପୋଲରେ ଜଣେ ୟୁକ୍ରେନ୍ କମାଣ୍ଡର ବୁଧବାର ସିଧାସଳଖ ଭାବେ ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ଏଲନ ମସ୍କଙ୍କୁ…

ଶାସକ ଦଳକୁ ମୁକାବିଲାରେ ବିଫଳ ବିରୋଧୀ

ବ୍ରହ୍ମପୁର ଅଫିସ,୧୨।୫: ଗଞ୍ଜାମ ଜିଲା ରାଜନୀତିରେ ଶାସକ ଦଳକୁ ମୁକାବିଲାରେ ବିଫଳ ହୋଇଛି ବିରୋଧୀ। ଜିଲାର ସବୁ ନିର୍ବାଚନରେ ବିଜେଡିର ବିଜୟ ବାନା ଉଡ଼ୁଛି। କଂଗ୍ରେସର ସ୍ଥିତି ଦୁର୍ବଳ…

ଘୁମୁସର ବନଖଣ୍ଡରେ ୩୮ଲକ୍ଷ ଚାରାରୋପଣ ଯୋଜନା

ଭଞ୍ଜନଗର,୧୨।୫(ଡି.ଏନ.ଏ): ପ୍ରତିବର୍ଷ ଜୁଲାଇ ପହିଲାରୁ ବନ ମହୋତ୍ସବ ସପ୍ତାହ ପାଳନ ବେଳେ ବନବିଭାଗ ପକ୍ଷରୁ ଚାରାରୋପଣ ଓ ଲୋକଙ୍କୁ ଚାରା ବଣ୍ଟନ କରାଯାଏ। ସେ ସମୟରେ ପାଣିପାଗ ପରିବର୍ତ୍ତନ…