ଆଶ୍ରମରୁ ମିଳିଲା ୧୧ ଅନୁଗତଙ୍କ ମୃତଦେହ, ବାବାଙ୍କୁ ଗିରଫ କଲା ପୋଲିସ

ବ୍ୟାଙ୍କକ,୧୧।୫: ଥାଇଲାଣ୍ଡ ପୋଲିସ ଛୟାଫୁମ ଜଙ୍ଗଲରେ ଥିବା ଏକ ଆଶ୍ରମରେ ଚଢାଉ କରି ଜଣେ ଆତ୍ମଘୋଷିତ ବାବାଙ୍କୁ ଗିରଫ କରିଛି। ସେ ହେଲେ ଥାଓ୍ବି ନାନରା(୭୫)। ପୋଲିସ…

‘ନିବେଶକଙ୍କୁ ଆବଶ୍ୟକ ସହଯୋଗ ଯୋଗାଅ’

ଅନୁଗୋଳ ଅଫିସ, ୧୧।୫ - ଅନୁଗୋଳ ଜିଲାର ଶିଳ୍ପ ଓ ଖଣି କ୍ଷେତ୍ର ପ୍ରତି ନିବେଶକମାନଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବଅଁରପାଳ ବ୍ଲକ ଆଲୁମିନିୟମ ପାର୍କଠାରେ ଆୟୋଜିତ…

ଜନପ୍ରତିନିଧି ନେବେ କମ୍ପ୍ୟୁଟର ଶିକ୍ଷା

ଢେଙ୍କାନାଳ ଅଫିସ, ୧୧।୫ - ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସ ହଲରେ ମଙ୍ଗଳବାର ଜିଲାର ଉନ୍ନୟନମୂଳକ କାର୍ଯ୍ୟ ଏବଂ କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ…

ଏସ୍‌ପିଙ୍କ ହୃଦବୋଧ ହେଲାପରେ ଦେଶଦ୍ରୋହ ମାମଲା ହେବ ରୁଜୁ , ଏସ୍‌ସିରେ କେନ୍ଦ୍ର ସରକାରଙ୍କ ଜବାବ…

ନୂଆଦିଲ୍ଲୀ, ୧୧।୫ : ଦେଶଦ୍ରୋହ ମାମଲା ନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟ (ଏସ୍‌ସି)ରେ ବୁଧବାର ଜବାବ ରଖିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ଏସ୍‌ପିଙ୍କ ହୃଦବୋଧ ହେଲାପରେ…

ମିମ୍‌ସାର କାର୍ଯ୍ୟକ୍ଷମ ଆଶା ଉଜ୍ଜୀବିତ

ତାଳଚେର/ ଅନୁଗୋଳ ଅଫିସ,୧୧।୫ - ଅନୁଗୋଳ ଜିଲା ତାଳଚେରଠାରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର…

ଯୋଗ୍ୟତା ଥାଇ ମିଳୁନି ଆବାସ

ମାଧପୁର, ୧୧।୫ - ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡ଼ା ଗ୍ରାମର ୧୨ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଉ ନ ଥିବା ଅଭିଯୋଗ…

ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା

ଡେରାଡୁନ ୧୧।୫: ଉତ୍ତରାଖଣ୍ଡରେ ପିଥୋରାଗଡ ଜିଲାରେ ବୁଧବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ନେପାଳ…

ଶିକ୍ଷାମନ୍ତ୍ରୀଙ୍କ ଘରୁ ମିଳିଲା ବୋହୂଙ୍କ ମୃତଦେହ

ଭୋପାଲ,୧୧।୫: ମଧ୍ୟପ୍ରଦେଶ ଶିକ୍ଷାମନ୍ତ୍ରୀ ଇନ୍ଦର ସିଂ ପରମାରଙ୍କ ଶାଜାପୁର ସ୍ଥିତ ଘରୁ ମଙ୍ଗଳବାର ଝୁଲନ୍ତା ଅବସ୍ଥାରେ ତାଙ୍କ ବୋହୂଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ…

ଆନ୍ଧ୍ର ମୁହାଁଇଲା ବାତ୍ୟା : ୨୩ ବିମାନ ଉଡ଼ାଣ ବାତିଲ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଅସାନିି ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି। ଆନ୍ଧ୍ରରେ ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ଆନ୍ଧ୍ରପ୍ରଦେଶ ପାଣିପାଗ ବିଭାଗ ସୂଚନା ଅନୁସାରେ,…

ଶାଶୁଘରେ ଟଏଲେଟ୍‌ ନ ଥିବାରୁ ଜୀବନ ହାରିଲେ ମହିଳା

ଚେନ୍ନାଇ,୧୧।୫: ଶାଶୁଘରେ ଟଏଲେଟ୍‌ ନ ଥିବାରୁ ଜଣେ ୨୭ ବର୍ଷୀୟା ମହିଳା ଆତ୍ମହତ୍ୟା କରିଥିବା ଜଣାପଡିଛି। ଏଭଳି ଏକ ଘଟଣା ଘଟିଛି ତାମିଲନାଡୁର କୁଡ୍ଡାଲୋର ଜିଲା ଅଞ୍ଚଳରେ।…