ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ ହେବ।…

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ ଇତିହାସ…

ମାଓବାଦୀଙ୍କ ଗୁଳିରେ ୨ ଯବାନ ଆହତ

ମାଲକାନଗିରି,୧୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ଅଧୀନ କେରଳାପାଲ ଅଞ୍ଚଳର ଚିଚୋରଗୁଡାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ଡିଆରଜି…

୪ ଘଣ୍ଟାର ବୈଠକ ପରେ ନିଷ୍ପତ୍ତି ହେଲା ସୋନିଆ ଧରିବେ ମଙ୍ଗ

ନୂଆଦିଲ୍ଲୀ,୧୩ା୩: ସଦ୍ୟ ଅନୁଷ୍ଠିତ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ନେତୃତ୍ୱ ପରିବର୍ତ୍ତନ କରିବାକୁ ଜୋର…

ଚାଇନାକୁ ଫେରିଲା ଲକ୍‌ଡାଉନ

ବେଜିଂ,୧୩।୩: ଚାଇନାର ଅନ୍ୟତମ ସର୍ବବୃହତ ସହର ଶେନ୍‌ଝେନ୍‌ରେ ରବିବାର ୬୬ କୋଭିଡ୍‌ ମାମଲା ଚିହ୍ନଟ ହେବା ସହ ଦେଶରେ ମାମଲା ସଂଖ୍ୟା ୩,୪୦୦କୁ ବୃଦ୍ଧି ପାଇଛି। ପଡୋଶୀ…

ସିଲେଇ ପ୍ରଶିକ୍ଷିକାରୁ ଜିଲାପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼,୧୩।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ ପାଇଁ…

ଓଡ଼ିଶା: ଆଜିର ଫଟୋ (ମାର୍ଚ୍ଚ ୧୩, ୨୦୨୨)

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ପ୍ରୋ ଲିଗ (ମହିଳା)ରେ ଭାରତ ଏବଂ ଜର୍ମାନୀ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୩-୦ ଗୋଲରେ ଜିତିଲା ଭାରତ

‘ଯୁଦ୍ଧରେ ମଲେଣି ୧୨,୫୦୦ରୁ ଅଧିକ ରୁଷୀୟ ସୈନ୍ୟ; ୩୭୪ ଟ୍ୟାଙ୍କ୍‌, ୭୪ ବିମାନ ଧ୍ୱଂସ’

କ୍ୱିଭ୍‌,୧୩।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୮ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି।…

ଅଢେଇ ଘଣ୍ଟା ଧରି ଆଲୋଚନା କଲେ ମୋଦି-ଯୋଗୀ

ନୂଆଦିଲ୍ଲୀ,୧୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ରାତି ୫ଟାରୁ…

କୋଟିଏ ଲୁଟି ଲକ୍ଷେ ଦାନ କଲେ ମନ୍ଦିରକୁ

ନୂଆଦିଲ୍ଳୀ,୧୩।୩: ୧.୧ କୋଟି ଟଙ୍କା ଚୋରି ଅଭିଯୋଗରେ ଦିଲ୍ଳୀ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ମାର୍ଚ୍ଚ ୩ ତାରିଖର ଘଟଣା। ଦିଲ୍ଲୀ ରୋହିଣୀରେ ଥିବା ଏକ…