୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍‌ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ…

ରାଷ୍ଟ୍ରପତି ନିର୍ବାଚନ, ଏମ୍‌ପିଙ୍କ ଭୋଟ ମୂଲ୍ୟ ୭୦୮ରୁ ୭୦୦କୁ ହ୍ରାସ…

ନୂଆଦିଲ୍ଲୀ, ୯।୫ : ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଏମ୍‌ପିଙ୍କ ଭୋଟର ମୂଲ୍ୟ ୭୦୮ରୁ ୭୦୦ କୁ ହ୍ରାସ ପାଇବାର ଆଶଙ୍କା ଦେଖାଦେଇଛି। ଏହାର…

ନିର୍ମାଣ ହେଉନି ବଢ଼େଇପୁର ଗ୍ରାମ ରାସ୍ତା

ଆର.ଉଦୟଗିରି,୯ା୫(ଡି.ଏନ.ଏ.): ମୋହନା ବ୍ଲକ ଏକ ଆଦିବାସୀ ବହୁଳ ଅଞ୍ଚଳ। ଏହି ବ୍ଲକର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥାନ୍ତି । କିନ୍ତୁ ସ୍ଥାନୀୟ…

ରାଣୀପଥର ଘାଟିରେ ଜଳୁଛି ଜଙ୍ଗଲ

ଫୁଲବାଣୀ ଅଫିସ/ ବଲସକୁମ୍ପା, ୯ା୫: ଫୁଲବାଣୀ-ବୌଦ୍ଧ ଜିଲା ୧୫୭ ଜାତୀୟ ରାଜପଥ ରାଣୀପଥର ଘାଟିର ପୁରୁଣାପାଣିଠାରେ ଶାଗୁଆନ ଓ ବାଉଁଶ ଜଙ୍ଗଲ ରବିବାର ୧୦ଟାରୁ ହୁତୁ ହୁତୁ…

ଜବରଦଖଲରେ ସରକାରୀ ଜାଗା

ପଟ୍ଟାମୁଣ୍ଡାଇ,୯।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସରକାରୀ ଜାଗାକୁ ଜବରଦଖଲକାରୀମାନେ କବ୍‌ଜା କରିବାରେ ଲାଗିଛନ୍ତି। ପୌରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଭିନ୍ନ ବିଭାଗର ଜାଗା ଜବରଦଖଲ ହେଉଛି। ଜଳସମ୍ପଦ…

ଚାଷୀଙ୍କ କାର୍ଯ୍ୟରେ ଲାଗୁନି ବାଉଁଶ ଯୋର

ନାଉଗାଁ ,୯ା୫(ସ୍ବ.ପ୍ର.): ନାଉଗାଁ  ବ୍ଲକର ବାଉଁଶ ଯୋର ଚାଷୀଙ୍କ କାମରେ ଲାଗୁନି। ଏନେଇ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ଯୋର ତିରୁଣା…

ମସ୍କଙ୍କ ଟୁଇଟକୁ ନେଇ ଚର୍ଚ୍ଚା

ୱାଶିଂଟନ,୯ ।୫: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ ତାଙ୍କର ଏକ ନୂଆ…

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ କେବଳ…

ନିଆଁ ଲଗାଇଥିଲେ ବିଫଳ ପ୍ରେମିକ

ଇନ୍ଦୋର,୯।୫: ଇନ୍ଦୋରର ସ୍ବର୍ଣ୍ଣବାଗ ଅଞ୍ଚଳରେ ଥିବା ଏକ ୩ ମହଲା ରେସିଡେନ୍ସିଆଲ ବିଲ୍ଡିଂରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗି ୨ ମହିଳାଙ୍କ ସମେତ ୭ ଜଣଙ୍କ…

ଆମେରିକା ଫେରନ୍ତା ଦମ୍ପତିଙ୍କୁ ହତ୍ୟା: ୫ କୋଟି ଲୁଟିଲେ ଚାକର

ଚେନ୍ନାଇ,୯।୫: ଚେନ୍ନାଇର ଏକ ଦମ୍ପତିଙ୍କୁ ହତ୍ୟା ପରେ ୫ କୋଟି ଟଙ୍କାର ସମ୍ପତ୍ତି ଲୁଟ୍‌ ଭଳି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଥିରୁ ସମ୍ପୃକ୍ତ ଦୁଇଜଣ ଯୁବକଙ୍କୁ…