କ୍ୱିଭ୍,୮।୫: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ ରବିବାର ହଠାତ୍ ପଶ୍ଚିମ ୟୁକ୍ରେନରେ ପହଞ୍ଚତ୍ଛନ୍ତି। ଏଠାରେ ସେ ୟୁକ୍ରେନ ରାଷ୍ଟ୍ରପତି…
ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ସହଜ ବିଜୟ ହାସଲ…
ପୁଣେ,୮।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍…
ନୂଆଦିଲ୍ଲୀ,୮।୫: ଦିଲ୍ଲୀର ରୋହିଣୀ କୋର୍ଟ ରବିବାର ଜାହାଙ୍ଗୀରପୁରୀ ହିଂସା ମାମଲାର ଶୁଣାଣି କରି ୮ ଜଣଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଅଭିଯୁକ୍ତମାନଙ୍କୁ ଜାମିନରେ ମୁକ୍ତ କରାଗଲେ…
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ…
ଧର୍ମଶାଳା,୮।୫: ହିମାଚଳ ପ୍ରଦେଶ ଧର୍ମଶାଳା ସ୍ଥିତ ବିଧାନସଭାର ପାଚେରିରେ ରବିବାର ଖଲିସ୍ତାନୀ ପତାକା ଉଡୁଥିବାର ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ପାଚେରିରେ ଖଲିସ୍ତାନ ସମର୍ଥରେ ସ୍ଲୋଗାନ…
ନୋଏଡା,୮।୫: ଛଅ ସପ୍ତାହ ମଧ୍ୟରେ ଜଣେ ଜମି ମାଲିକଙ୍କୁ ପ୍ରାୟ ୧୦୦ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ନୋଏଡା ପ୍ରାଧିକରଣକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ରେଡ୍ଡୀ…
ଭୁବନେଶ୍ୱର,୮ା୫(ବ୍ୟୁରୋ): ବଲିଉଡ୍ ଅଭିନେତା ଅର୍ଜୁନ ରାମପାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଜନତା ମଇଦାନରେ ଓଡ଼ିଶା ଓମେନ୍ସ ମେଳା-୨୦୨୨ ଚାଲିଥିବାବେଳେ ଏଥିରେ ଯୋଗଦେବାକୁ ଓଡ଼ିଶା…
ଭୁବନେଶ୍ୱର,୮ା୫(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…
କେନ୍ଦୁଝର,୮ା୫(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ଜହ୍ନି ଦେହୁରୀ। ତାଙ୍କ ଘର…