୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ…

ଓଡ଼ିଶା: ଆଜିର ଫଟୋ ( ମେ ୭, ୨୦୨୨)

ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟଙ୍କ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଓଡିଶା ଫାୟାର ଆଣ୍ଡ ଡିଜାଷ୍ଟର ଆକାଡ଼େମୀ ପରିଦର୍ଶନ   ଭୁବନେଶ୍ୱର ମେ ଫେୟାର…

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ…

ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି ଭାଜପା ସରକାର, ସିସୋଦିଆଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୫ : ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଭାଜପା ସରକାରଙ୍କ ଟାର୍ଗେଟ କରାଯାଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଶନିବାର କହିଛନ୍ତି ଯେ, ଭାଜପା ସରକାର…

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୭ …

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ…

ଶ୍ରୀଲଙ୍କାକୁ ଫସାଇବା ପାଇଁ ଚାଇନାର ଚାଲ୍‌

କଲମ୍ବୋ,୭ା୫: ଋଣ ପରିଶୋଧରୁ ମୁକ୍ତି ପାଇବାକୁ ଚେଷ୍ଟା କରୁଥିବା ଶ୍ରୀଲଙ୍କା ଉପରେ ଚାଇନା ପୁଣି ଥରେ ଚାଲ୍‌ ଆରମ୍ଭ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସାହାଯ୍ୟ…

ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର…

ସ୍ଥଳଭାଗ ଛୁଇଁବନି ବାତ୍ୟା !

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି । ଯାହା ଆଜି ଅବପାତର ରୂପ ନେବ । ତେବେ ସମ୍ଭାବ୍ୟ ବାତ୍ୟାକୁ…

୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍‌ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ…

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା…