ଆବଶ୍ୟକ ନ ଥାଇ ଦିଆଗଲା ୨୦ ଭାଏଲ ଆଣ୍ଟିଭେନମ୍‌

ଭୁବନେଶ୍ୱର, ୬।୫(ବ୍ୟୁରୋ): ଓଡ଼ିଶାରେ ସାପକାମୁଡ଼ା ମୃତ୍ୟୁ ବଢ଼ି ଚାଲିଥିବାରୁ ସରକାର ଚିନ୍ତାପ୍ରକଟ କରିବା ସହ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଲୋକସେବା ଭବନରେ…

ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଆରମ୍ଭ ହେବ ଭାରତ-ରୁଷିଆ ବିମାନ ସେବା

ନୂଆଦିଲ୍ଲୀ,୬ ।୫: ରୁଷିଆ ସରକାରଙ୍କ ଦ୍ୱାରା ପରିଚାଳିତ ଏରୋଫ୍ଲୋଟ ଶୁକ୍ରବାରଠାରୁ ରୁଷିଆ-ଭାରତ ମଧ୍ୟରେ ପୁଣିଥରେ ବିମାନ ସେବା ଆରମ୍ଭ କରିବ । ଏରୋଫ୍ଲୋଟ କମ୍ପାନୀ ତା’ର ନିର୍ଦ୍ଧାରିତ…

ଏସ୍‌ସିବି ଉନ୍ନତୀକରଣ ପାଇଁ ଅଧିକ ୯୭୪କୋଟି

କଟକ ଅଫିସ,୬।୫: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନତୀମୂଳକ କାର୍ଯ୍ୟ ଜାରି ରହିଛି। ତେବେ ଏହାର ପୁନଃବିକାଶ…

ପ୍ଲାଷ୍ଟିକ, ପଲିଥିନରୁ ତିଆରି ହେଉଛି ପେଟ୍ରୋଲ

ଖୋର୍ଦ୍ଧା ଅଫିସ,୬ା୫: ଦୃଢ଼ ମନୋବଳ ଓ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳିଥାଏ। ଏହାକୁ ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ…

ଆଇପିଏଲ ଇତିହାସରେ ଦ୍ୱିତୀୟ

ମୁମ୍ବାଇ,୬।୫: ଆଇପିଏଲ ୨୦୨୨ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ବଲ୍‌…

ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର

ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ…

ଆରମ୍ଭ ହେଲା ଚାରିଧାମ ଯାତ୍ରା, କେଦାରନାଥରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସମେତ ଶହ ଶହ ଶ୍ରଦ୍ଧାଳୁଙ୍କ ଭିଡ

ଡେରାଡୁନ,୬ ।୫: ବମ ଭୋଲେ ଗୁଞ୍ଜରଣ ସହ ପୁଣିଥରେ କରୋନା ମହାମାରୀ ପରେ ଖୋଲିଛି କେଦାରନାଥର ଦ୍ୱାର । ବାବା କେଦାରନାଥଙ୍କ ପଞ୍ଚମୁଖି ଉତ୍ସବ ଡୋଲି ଗ୍ରୀଷ୍ମକାଳୀନ…

ଶିଳାନ୍ୟାସରେ ଅଟକିଛି ସାମୁଦ୍ରିକ ଆକ୍ୱାରିୟମ ପ୍ରକଳ୍ପ

ପୁରୀ ଅଫିସ,୬ା୫: ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ଏଥିଲାଗି ବିଭିନ୍ନ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ତେବେ…

ଜ୍ୟାକଲିନ୍‌ଙ୍କ ବଦଳରେ ନୋରା

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କ ସହ ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି ନୋରା ଫତେହି। ସାଉଥ୍‌ ଫିଲ୍ମ ‘ହରି ହର ଭୀରା ମାଲୁ’ ଫିଲ୍ମରେ ପ୍ରଥମେ ଜ୍ୟାକଲିନ୍‌…