ଅମିତ ଶାହାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଯୋଧପୁର,୫।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ରାଜ୍ୟରେ ହୋଇଥିବା ଦଙ୍ଗାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚ୍ୟାଲେଞ୍ଜ୍‌ କରିଛନ୍ତି। ଟୁଇଟ୍‌ କରି ଗେହଲୋଟ କହିଛନ୍ତି,…

ପ୍ରାଣୀଧନ ନିରୀକ୍ଷକଙ୍କ ୯୦ ପ୍ଲଟ୍‌, ୪ ବିଲ୍ଡିଂ, ୩ ଫ୍ଲାଟ୍‌

ଭୁବନେଶ୍ୱର,୫।୫(ବ୍ୟୁରୋ): ରଘୁନାଥପୁର କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଚଢାଉ ବେଳେ ଭିଜିଲାନ୍ସ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକଙ୍କ କୋଟି କୋଟି…

ଜିଗ୍ନେଶଙ୍କ ସମେତ ୧୨ ଅଭିଯୁକ୍ତଙ୍କୁ ୩ ମାସ ଜେଲ

ଅହମଦାବାଦ,୫ ।୫: ବିଧାୟକ ଜିଗ୍ନେଶ ମେୱାନି ଓ ଏନ୍‌ସିପି ନେତା ରେଶମା ପଟେଲଙ୍କୁ ମେହଶାଣାର ଏକ କୋର୍ଟ ୩ ମାସର ଦଣ୍ଡ ବିଧାନ କରିଛନ୍ତି । କୋର୍ଟ…

ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦ: ଶୁକ୍ରବାର ଏସ୍‌ପି ଅଫିସ ଆଗରେ ଧାରଣା ଦେବ ଭାଜପା

ଭୁବନେଶ୍ୱର,୫।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍‌ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ…

‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’

ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ରାହୁଲ…

ଟ୍ରୋଲିଂ ପରେ ଓଜନ କମାଇ ଚର୍ଚ୍ଚାରେ ବ୍ରହ୍ମାଣ୍ଡ ସୁନ୍ଦରୀ

ବମ୍ବେ: ବ୍ରହ୍ମାଣ୍ଡ ସୁନ୍ଦରୀ ହେବାର ତିନି ମାସ ପରେ ମୋଟା ହୋଇଯିବାକୁ ନେଇ ଟ୍ରୋଲ ହୋଇଥିଲେ ହରନାଜ୍‌ ସାନ୍ଧୁ। ଟ୍ରୋଲିଂକୁ ନେଇ ସେ କଡ଼ା ଜବାବ ମଧ୍ୟ…

ଶୁକ୍ରବାର ସ୍ପଷ୍ଟ ହେବ ବାତ୍ୟା ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ…

ପଦ ଗଲା, ତଥାପି ଫର୍ମକୁ ଫେରିପାରୁନାହାନ୍ତି…

ମୁମ୍ବାଇ,୫।୫: ନିଜ ପଦରୁ ଇସ୍ତଫା ଦେବା ସତ୍ତ୍ୱେ ନିଜ ଫର୍ମକୁ ଫେରିପାରୁନାହାନ୍ତି ଚେନ୍ନାଇ ସୁପରକିଙ୍ଗ୍ସର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା। ଆଇପିଏଲ୍‌ ୨୦୨୨ର ଆରମ୍ଭରୁ ଜାଡେଜାଙ୍କୁ ଚେନ୍ନାଇର ନେତୃତ୍ୱ…

ଜାଣନ୍ତୁ ‘ଭୁଲ ଭୁଲେୟା-୨’ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଟଙ୍କା ନେଇଛନ୍ତି

ବହୁ ପ୍ରତୀକ୍ଷିତ ଫିଲ୍ମ‘ଭୁଲ ଭୁଲେୟା-୨’ ଆସନ୍ତା ମେ’ ୨୦ରେ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମଟି ଅକ୍ଷୟ କୁମାରଙ୍କ ସୁପରହିଟ୍‌ ଫିଲ୍ମ ଭୁଲ ଭୁଲେୟାର ଏକ ସିକ୍ୱେଲ। ତେବେ…

୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ…