ସାମ୍ବାରେ ସୁଡ଼ଙ୍ଗ ଠାବ

ଶ୍ରୀନଗର,୫।୫: ଭାରତ-ପାକିସ୍ତାନ ସୀମାବର୍ତ୍ତୀ ଅଞ୍ଚଳ ସାମ୍ବାର ଚକ୍‌ ଫକିରା ବର୍ଡର ପୋଷ୍ଟରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପକ୍ଷରୁ ବୁଧବାର ସନ୍ଧ୍ୟାରେ ଏକ ସୁଡ଼ଙ୍ଗ ଠାବ କରାଯାଇଛି।…

ରାଜ୍ୟକୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୫ା୫: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିମାନଙ୍କ ପେନସନ୍‌ ସମୀକ୍ଷା ଲାଗି ପୂର୍ବରୁ ଦେଇଥିବା ନିର୍ଦ୍ଦେଶନାମାର ଅନୁପାଳନ ସମ୍ପର୍କିତ ରିପୋର୍ଟ ବୁଧବାର ଓଡ଼ିଶା ସମେତ ରାଜ୍ୟଗୁଡ଼ିକୁ ମାଗିଛନ୍ତି। ଜଷ୍ଟିସ୍‌…

ହତାଶ କର୍ମୀଙ୍କୁ ଭରସା ଦେବେ ଶାହ

ନୂଆଦିଲ୍ଲୀ,୫ ।୫: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାରଠାରୁ ଦୁଇ ଦିନିଆ ପଶ୍ଚିମବଙ୍ଗ ଯାତ୍ରାରେ ଯାଉଛନ୍ତି । ଗତବର୍ଷ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ପରେ…

ରୁଷିଆରୁ ତେଲ କ୍ରୟ ବନ୍ଦ କରିବ ୟୁରୋପ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଆକ୍ରମଣ ପାଇଁ ରୁଷିଆକୁ ଦଣ୍ଡିତ କରିବାକୁ ୟୁରୋପୀୟ ସଂଘ(ଇୟୁ) ଏହାର ଅର୍ଥନୀତିକୁ ଟାର୍ଗେଟ କରୁଛି। ରୁଷିଆ ଆୟର ବଡ଼ ଭାଗ ଅଶୋଧିତ ତୈଳ…

ଏଭରେଷ୍ଟରେ ସର୍ବୋଚ୍ଚ ଓ୍ବେଦର ଷ୍ଟେଶନ ସ୍ଥାପନ କଲା ଚାଇନା

ବେଜିଂ,୫।୫: ଏଭରେଷ୍ଟ ପର୍ବତରେ ଚାଇନା ବିଶ୍ୱର ସର୍ବୋଚ୍ଚ ଓ୍ବେଦର ଷ୍ଟେଶନ ସ୍ଥାପନ କରିଛି। ସମୁଦ୍ର ତଟରୁ ଷ୍ଟେଶନର ଉଚ୍ଚତା ୮,୮୩୦ ମିଟର ରହିଛି। ଆର୍ଦ୍ର ଜଳବାୟୁରେ ଏହି…

ଫ୍ରାନ୍ସ ସବୁଠୁ ବଡ଼ ସହଯୋଗୀ: ମୋଦି

ପ୍ୟାରିସ୍‌/କୋପେନହାଗେନ୍‌, ୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନ୍‌ମାର୍କରୁ ବୁଧବାର ପ୍ୟାରିସ୍‌ ଗସ୍ତ କରି ପୁନଃ ନିର୍ବାଚିତ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍‌ରଁଙ୍କୁ ଭେଟିଛନ୍ତି। ଫ୍ରାନ୍ସ ଭାରତର ସବୁଠୁ ବଡ଼…

ଗର୍ଭପାତ କଟକଣା: ଆମେରିକାରେ ଦ୍ୱନ୍ଦ୍ୱ

ଓ୍ବାଶିଂଟନ,୫ା୫: ୧୯୭୩ ମସିହାରେ ଆମେରିକା ସୁପ୍ରିମକୋର୍ଟ ‘ରୋ ବନାମ ଓ୍ବେଡ୍‌’ ମାମଲାର ବିଚାର କରି ଗର୍ଭପାତ କରାଇବା ସପକ୍ଷରେ ରାୟ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ଐତିହାସିକ…

ଗଣବଳାତ୍କାର ପୀଡ଼ିତାଙ୍କୁ ଥାନାରେ ବଳାତ୍କାର

ଲକ୍ଷ୍ନୌ,୫ା୫: ଉତ୍ତର ପ୍ରଦେଶରେ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବାବେଳେ କଳଙ୍କିତ ଅଧ୍ୟାୟରେ ନୂଆ ଫର୍ଦ ଯୋଡ଼ିଛନ୍ତି ଜଣେ ପୋଲିସ ବାବୁ। ଗଣବଳାତ୍କାରର ଶିକାର ହୋଇଥିବା ଜଣେ…

ପୁରୁଷଙ୍କୁ ବଳାତ୍କାର କରୁଛନ୍ତି ରୁଷୀୟ ସୈନ୍ୟ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଦଖଲ ପାଇଁ ଯାଇଥିବା ରୁଷୀୟ ସୈନ୍ୟଙ୍କ ଅମାନବୀୟ ଓ ବର୍ବର କାଣ୍ଡର ତାଲିକା ଲମ୍ବିଚାଲିଛି। ସାମରିକ ଅଭିଯାନ ନାଁରେ ୨ ମାସରୁ ଉର୍ଦ୍ଧ୍ୱ…

ଭାଜପା ପ୍ରଚାରରେ ‘ହିରୋ’, ଆମେ ଥିଲୁ ଜିରୋ: ଗୁଲାମ ନବୀ

ନୂଆଦିଲ୍ଲୀ,୫ ।୫: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ବୁଧବାର କହିଛନ୍ତି ଭାରତୀ ଜନତା ପାର୍ଟି(ଭାଜପା) ସରକାର ପ୍ରଚାର କରିବାରେ ‘ହିରୋ’ । ହେଲେ ତାଙ୍କ…