ବଜ୍ରପାତରେ ଜଳିଗଲା ଧାନ ଗଦା, ଚାଷୀଙ୍କୁ ସହାୟତା ଦାବି

ଗଞ୍ଜାମ,୩।୫(ଡି.ଏନ୍‌.ଏ): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ସାନ ରାମଚନ୍ଦ୍ରପୁର ଗାଁରେ ବଜ୍ରପାତ ଘଟି ଧାନଗଦା ସହ ଏକ ପାଳଗଦା ପୋଡି ପାଉଁଶ ହୋଇଯାଇଛି। ମିଳିଥିବା ସୂଚନା…

ନାଇଟ୍‌ କ୍ଲବ୍‌ରେ ରାହୁଲ ଗାନ୍ଧୀ: ଭିଡିଓ ଶେୟାର କରି ଟାର୍ଗେଟ୍‌ କଲା ଭାଜପା

ନୂଆଦିଲ୍ଲୀ,୩।୫: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଆଜିକାଲି ବ୍ୟକ୍ତିଗତ ଭାବେ ନେପାଳ ଗସ୍ତରେ ଅଛନ୍ତି। ରାହୁଲଙ୍କ ନେପାଳ ଗସ୍ତର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ବ୍ରେକ ଫେଲ୍ ଯୋଗୁ ଦୁର୍ଘଟଣାର ଶିକାର ହେଲେ ତନୁଶ୍ରୀ

ମୁମ୍ବାଇ: ନିଜର ଗ୍ଲାମରସ ଲୁକରେ ବଲିଉଡରେ ଚାର ଚାନ୍ଦ ଲଗାଉଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଏବେ ବଡ ପରଦାଠାରୁ ଦୂରେଇ ଯାଇଛନ୍ତି ସତ । ହେଲେ ତାଙ୍କ…

ନମାଜ ପାଠ ପରେ ସୁରକ୍ଷାକର୍ମୀଙ୍କ ଉପରକୁ ପଥରମାଡ଼

ଶ୍ରୀନଗର,୩।୫: ଇଦ୍‌-ଉଲ୍‌-ଫିତର ଅବସରରେ ଜମ୍ମୁ କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରାଯାଇଛି। ଏଠାରେ ଏକ ମସଜିଦ ବାହାରେ ସୁରକ୍ଷାକର୍ମୀମାନଙ୍କ ଉପରକୁ ପଥରମାଡ ହୋଇଥିବା ସୂଚନା ମିଳିଛି। ନମାଜ…

ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଏ। ତେଣୁ ଏହି ଅବସରରେ ବାଲୁକା…

ଗୋଟିଏ ବାଇକ୍‌ରେ ଯାଉଥିଲେ ୪ଜଣ, ଧକ୍କା ଦେଲା ଟ୍ରକ୍‌

କେସିଙ୍ଗା,୩।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ନିକଟରେ ମଙ୍ଗଳବାର ଏକ ୧୬ ଚକିଆ ଟ୍ରକ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଡେପୁଟି ମେୟରଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍‌

କଟକ ଅଫିସ,୩।୫: କଟକ ଡେପୁଟି ମେୟରଙ୍କ ଘରେ ଉଚ୍ଛେଦ ନୋଟିସ୍‌ ଲଗାଯାଇଛି। ଇଡ୍‌କୋ ଜାଗାରେ ଥିବା ତାଙ୍କ ଏହି ଘରକୁ ଭାଙ୍ଗିବାକୁ  ନୋଟିସ ଜାରି ହୋଇଛି। ୭…

‘ଇଦ୍‌-ଉଲ୍‌-ଫିତର’ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ସମଗ୍ର ଦେଶରେ ଆଜି ଇଦ୍‌-ଉଲ୍‌-ଫିତର ପର୍ବ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ…

ଅକ୍ଷୟ ତୃତୀୟା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ,କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପବିତ୍ର…

୬୬ ବର୍ଷ ବୟସରେ ବିବାହ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କୋଲକତା,୩।୫:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିଛନ୍ତି। ଅରୁଣ ୩୮ ବର୍ଷୀୟା ବୁଲବୁଲ ସାହାଙ୍କୁ କୋଲକତାରେ…