ରୁଷିଆ- ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କିଏ ଜିତିବ, ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା

ବର୍ଲିନ,୩।୫: ତିନି ଦିନିଆ ୟୁରୋପ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଲିନରେ ଜର୍ମାନୀର ଚାନସେଲର ଓଲାଫ ସ୍କୋଲ୍ଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟରେ…

ଟୁଇଟରରୁ ବିଦା ହେବେ ପରାଗ

ଓ୍ବାଶିଂଟନ,୩।୫: ବିଶ୍ୱର ସବୁଠୁ ଧନୀ ଏଲନ ମସ୍କ ୪୪ ବିଲିୟନ ଡଲାରରେ ଟୁଇଟର କିଣିବା ପରେ ନୂଆ ସିଇଓ ସନ୍ଧାନରେ ଲାଗିପଡ଼ିଛନ୍ତି। ଫଳରେ ବର୍ତ୍ତମାନର ଟୁଇଟର ସିଇଓ…

ରମଜାନ ଇଦ୍‌ ପାଳନରେ ବାଧା ଦେବନି ଏମ୍‌ଏନ୍‌ଏସ୍‌

ମୁମ୍ବାଇ,୩।୫: ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ କରିବେ ବୋଲି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ସୋମବାର ଘୋଷଣା କରିଛନ୍ତି। ମୁସଲମାନମାନେ…

ତରୁଣ କପୁର ହେଲେ ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା

ନୂଆଦିଲ୍ଲୀ,୩।୫: ପୂର୍ବତନ ପେଟ୍ରୋଲିୟମ ସଚିବ ତରୁଣ କପୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପଦେଷ୍ଟା ଭାବେ ସୋମବାର ନିଯୁକ୍ତି ପ୍ରଦାନ କରାଯାଇଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ପ୍ରଧାନମନ୍ତ୍ରୀଙ୍କ…

ଆସିବ ନୂଆ ଭୂତଳ ଜଳ ନିୟମ

ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ…

ଟର୍ବୁଲାନ୍ସରୁ ସ୍ପାଇସ୍‌ଜେଟ୍‌ର ୧୫ ଯାତ୍ରୀ ଆହତ

ନୂଆଦିଲ୍ଲୀ,୩।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ…

ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ

ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍‌.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ…

ସ୍ଥିତି ପରଖିବା ସତ୍ତ୍ୱେ ଏଏସ୍‌ଆଇ ଚୁପ୍‌

ପୁରୀ ଅଫିସ,୩।୫:ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ତିନିଜଣିଆ ଟିମ୍‌ ରବିବାର ପୁରୀ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛି। ଏହି ଟିମ୍‌ର…

ବିଗୁଡୁଛି ପୁଟିନ୍‌ଙ୍କ ସ୍ବାସ୍ଥ୍ୟ

ମସ୍କୋ,୩।୫: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କ୍ୟାନ୍‌ସର ଚିକିତ୍ସା ପାଇଁ କିଛିଦିନ କ୍ଷମତାରୁ ଦୂରେଇ ରହିବା ନେଇ କ୍ରେମଲିନ୍‌ର ଭିତିରି…

ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ

ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ…