ପୁଲୱାମାରେ ସିଆରପିଏଫ ଉପରେ ଆଇଇଡି ଆକ୍ରମଣ, ୨ ଯବାନ ଆହତ

ଜମ୍ମୁ,୩ ।୫: ଦକ୍ଷିଣ କଶ୍ମୀରର ପୁଲୱାମାରେ ଆତଙ୍କବାଦୀମାନେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସୁରକ୍ଷାକର୍ମୀଙ୍କୁ ଟାର୍ଗଟ କରି ଆଇଇଡି ଆକ୍ରମଣ କରିଛନ୍ତି । ଏଥିରେ ୨ ଯବାନ ଆହତ…

ଏମ୍‌ସର ପ୍ରଥମ ଅଙ୍ଗୁଳି ପ୍ରତିରୋପଣ ସଫଳ

ଭୁବନେଶ୍ୱର, ୩ା୫(ବ୍ୟୁରୋ):ସମ୍ପୂର୍ଣ୍ଣ କଟିଯାଇଥିବା ବାମ ହାତ ବୁଢ଼ା ଅଙ୍ଗୁଳିକୁ ଏମ୍‌ସରେ ଭୁବନେଶ୍ୱରରେ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ନସ ଆଣ୍ଡ୍‌ ପ୍ଲାଷ୍ଟିକ୍‌ ସର୍ଜରି ବିଭାଗର ଆସୋସିଏଟ୍‌…

ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ

ଦେବଗଡ଼,୩ା୫(ଡି.ଏନ୍‌.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ ସମେତ…

ପାରାଦୀପରେ ହାଜତ ମୃତ୍ୟୁ ଅଭିଯୋଗ

ପାରାଦୀପ/କୁଜଙ୍ଗ/ଭୁବନେଶ୍ୱର, ୩ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତରେ ଶନିବାର ମଧ୍ୟରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବୃନ୍ଦାବନ କଲୋନୀର…

୭ଉଇକେଟରେ ରାଜସ୍ଥାନକୁ ହରାଇଲା କୋଲ୍‌କାତା

ମୁମ୍ବାଇ,୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି।…

ଟେଷ୍ଟ କମିବାରୁ ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୫: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନରୁ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ସୋମବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୭୬ନୂଆ…

ଦୁଇ ରାପ୍ଟର ବୋଟ୍‌ ନଷ୍ଟ କଲା କ୍ୱିଭ୍‌

କ୍ୱିଭ୍‌, ୨ା୪: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବା ବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ…

ବ୍ରେକ୍‌ଅପ୍‌ର ୨ବର୍ଷ ପରେ ପୁଣି ଏକାଠି ନଜର ଆସିଲେ ଏହି ଯୋଡ଼ି

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ କାର୍ତ୍ତିକ ଆର୍ଯ୍ୟନ ପରସ୍ପରକୁ ଡେଟ୍‌ କରିଥିଲେ। ଫିଲ୍ମ ‘ଲଭ ଆଜ କଲ୍‌ -୨’ ର ଶୁୁଟିଂ ବେଳେ ପରସ୍ପର…

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ କରିବେ…

କୁମାରଗନ୍ଧଣା ଚୂନମାଟି ଖନନକୁ ଗ୍ରାମବାସୀଙ୍କ ବିରୋଧ: ଥାନା ଅଧିକାରୀଙ୍କୁ ପକାଇଦେଲେ ଖାଲରେ

କୋରାପୁଟ/ଲମତାପୁଟ,୨ା୫(ସ୍ବ.ପ୍ର/ଡି.ଏନ.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକର କୁମାରଗନ୍ଧଣାସ୍ଥିତ ଏକ ଚୂନମାଟି ଖଣି ଖନନକୁ ବିରୋଧ କରି ସୋମବାର ଗ୍ରାମବାସୀ ପୋଲିସ ଉପରକୁ ଆକ୍ରମଣ କରିଛନ୍ତି। ନନ୍ଦପୁର ଥାନା…