ଏବେଠୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଗକୁ ଓଡ଼ିଶାରେ ବି ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ଏଥିରେ କେହି ଭୟଭୀତ…

ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ…

ପ୍ରେମ ପାଇଁ ୯୭ ଲକ୍ଷ ହଡ଼ପ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ ପାଖକୁ…

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଭୁବନେଶ୍ୱର, କଟକ…

୯ରେ ସମ୍ଭାବ୍ୟ ବାତ୍ୟା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’…

ଏସ୍‌ଟିଏଫ୍‌ ପଞ୍ଝାରେ ଦୁଇ ଗଞ୍ଜେଇ ବେପାରୀ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ବୁଗୁଡ଼ାର ଦୁଇ ପୋଖତ ଗଞ୍ଜେଇ ବେପାରୀ ଭାଇ ବନମାଳୀ ପ୍ରଧାନ ଓ ଅରୁଣ ଗୁରୁବାର ମଧ୍ୟରାତିରେ ଏସ୍‌ଟିଏଫ୍‌ ପଞ୍ଝାରେ ପଡ଼ିଛନ୍ତି। ସେମାନଙ୍କଠାରୁ ୧୧୦୦ କି.ଗ୍ରା ଗଞ୍ଜେଇ,…

ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇ ଫସାଉଥିଲେ,୪୫ ନାବାଳିକାଙ୍କୁ ବ୍ଲାକ୍‌ମେଲ୍‌ ପାଇଁ କରିଥିଲେ ଯୋଜନା

କଟକ ଅଫିସ, ୨୯ା୪: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଏଡିଟିଂ କରି ସେମାନଙ୍କୁ ବ୍ଲାକ୍‌ମେଲ୍‌ କରୁଥିଲେ। ଏହି ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ ଶୁକ୍ରବାର…

ଦାରିଙ୍ଗବାଡ଼ିରେ ଅସହ୍ୟ ଗରମ, ତାପମାତ୍ରା ୩୬

ଦାରିଙ୍ଗବାଡ଼ି,୨୯।୪(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପ୍ରଚଣ୍ଡ ଖରା ସହ ଗରମ ଗୁଳୁଗୁଳି ଲୋକଙ୍କୁ ଅସହ୍ୟ ଯନ୍ତ୍ରଣା ଦେଲାଣିା ତାପମାତ୍ରା ଯେଉଁଠି ଶୂନ…

କାର୍ଯ୍ୟାନୁଷ୍ଠାନ: ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍‌ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ…

ମାଟ୍ରିକ ପରୀକ୍ଷା ଦେଲେ ମା’-ପୁଅ

ଜୟପୁର,୨୯ା୪ (ନି.ପ୍ର.)- ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଗୋଟିଏ ବିଦ୍ୟାଳୟରେ ପରୀକ୍ଷା ଦେଲେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ଜୟପୁରରେ ମା’ ଓ ପୁଅ ମାଟ୍ରିକ…