ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫…

ଦକ୍ଷିଣ ଏସିଆରେ ଆତଙ୍କବାଦ, ୨୨ ବର୍ଷରେ ଲକ୍ଷେ ୪୦ ହଜାରରୁ ଅଧିକ ଆକ୍ରମଣ…

ନୂଆଦିଲ୍ଲୀ/କାବୁଲ/ଇସଲାମାବାଦ, ୨୬।୪ : ଭାରତ ସମେତ ଦକ୍ଷିଣ ଏସିଆରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଗତ ୨୨ ବର୍ଷ ମଧ୍ୟରେ ଦକ୍ଷିଣ ଏସିଆର ଆଫଗାନିସ୍ତାନ,…

ସିଏସ୍‌କେକୁ ବଡ଼ ଝଟ୍‌କା; ଅଲରାଉଣ୍ଡର ମୋଇନ ଅଲି…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲାଗିଛି ବଡ଼ ଝଟ୍‌କା। ଦଳର ଅଲରାଉଣ୍ଡର ମୋଇନ ଅଲି ଆହତ ହେବା କାରଣରୁ…

ପୃଥିବୀର ସାମରିକ ଖର୍ଚ୍ଚ ୨,୧୧୩ ଶହ କୋଟି ଡଲାର, ତୃତୀୟ ସ୍ଥାନରେ ଭାରତ…

ଷ୍ଟକହୋମ୍‌, ୨୬।୪ : ପୃଥିବୀର ବିଭିନ୍ନ ଦେଶର ସାମରିକ ଖର୍ଚ୍ଚରେ ବୃଦ୍ଧି ଘଟିଛି। ମଙ୍ଗଳବାର ସ୍ବିଡେନର ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (ଏସଆଇପିଆର୍‌ଆଇ) ଦ୍ୱାରା ପ୍ରକାଶିତ…

ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ…

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ…

ବଢୁଛି ଅଲ୍‌ଟ୍ରାଭାଓଲେଟ୍‌ ବିପଦ; ଦିନ ୧୨ରୁ ୨ ଯାଏ ପଦାକୁ ଯିବାକୁ ମନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି।…

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର…

କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ…