ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ବୀଣାପାଣିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ…

‘ହିନ୍ଦୀ ଆଉ ଜାତୀୟ ଭାଷା ହୋଇ ରହି ନାହିଁ’

ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ ୨’ ବକ୍ସ ଅଫିସରେ ଧମାଲ କରୁଛି। କନ୍ନଡ ସୁପରଷ୍ଟାର ୟଶଙ୍କ ଅଭିନୀତ ଏହି ଫିଲ୍ମଟି କନ୍ନଡ, ହିନ୍ଦୀ, ତାମିଲ, ତେଲୁଗୁ ଏବଂ…

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ ସୁଦ୍ଧା…

ନିଷ୍ଠାର ସହ କାମ କରିବାକୁ ମେୟର, ପୌରାଧ୍ୟକ୍ଷଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଲୋକସେବା ଭବନରେ ସୋମବାର ନବନିର୍ବାଚିତ ମେୟର ଏବଂ ପୌରାଧ୍ୟକ୍ଷମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ…

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ ଲୋକ…

‘ରୋଷେୟା ମୃତ୍ୟୁର ତଦନ୍ତକୁ ଡରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ’

ଝାରସୁଗୁଡ଼ା ଅଫିସ୍‌,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ପର୍ଦ୍ଦାଫାଶ କରିବା ପାଇଁ ଜିଲା ଭାଜପା ପ୍ରଥମରୁ ଦାବି କରିଆସୁଛି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର…

ପୁଅର ଫଟୋ ଶେୟାର କରି ଭାରତୀ ଲେଖିଲେ ଏମିତି

ମୁମ୍ବାଇ: କମେଡି କୁଇନ୍‌ ଭାରତୀ ସିଂ ମା’ ହେବା ପରଠାରୁ ପ୍ରଶଂସକମାନେ ତାଙ୍କ ପୁଅର ଫଟୋ ଦେଖିବା ପାଇଁ ଚାତକ ପରି ଚାହିଁଥାନ୍ତି। ଯେତେବେଳେ ଭାରତୀ ବାହାରକୁ…

ଖରା ସାଙ୍ଗକୁ ବଢୁଛି ଅଘୋଷିତ ବିଦ୍ୟୁତ୍‌କାଟ, ଲୋକେ ଅତିଷ୍ଠ

ଉମରକୋଟ, ୨୫।୪(ସ୍ବ.ପ୍ର.): ବଢ଼ିଲାଣି ତାତି। ନବରଙ୍ଗପୁର ଜିଲା ଉମରକୋଟରେ ଏବେ ତାପମାତ୍ରା ୩୫ରୁ ୪୨ ଡିଗ୍ରୀ ରହୁଛି। ଏହା ମଧ୍ୟରେ ବୋଝ ଉପରେ ନଳିତା ବିଡା ଭଳି କାର୍ଯ୍ୟ…

ଭାବି ସ୍ବାମୀଙ୍କ ମୃତ୍ୟୁ ସହି ନ ପାରି ଆତ୍ମହତ୍ୟା କଲେ ଯୁବତୀ

ଛତ୍ରପୁର,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା…

ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ

ଚନ୍ଦ୍ରପୁର,୨୫।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି।…