୧୫ ଦିନ ଅନ୍ଧାରରେ ଖୁଣ୍ଟାପଡ଼ାବାସୀ

ପାଟଣା,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମରେ ଦୀର୍ଘ ୧୫ ଦିନ ହେବ ୨୫ କେଭିର ବିଦ୍ୟୁତ ଟ୍ରାନ୍ସଫର୍ମର ବଜ୍ରପାତରେ ପୋଡ଼ିଯିବା ପରେ…

ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଜି.ଉଦୟଗିରି,୨୫।୪(ଡି.ଏନ.ଏ.): ପାନୀୟ ଜଳ ଯୋଗାଣ ବିଭାଗର ଖାମଖିଆଲ ନୀତି ଯୋଗୁ ଜି.ଉଦୟଗିରି ସହରର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ପାନୀୟ ଜଳ ଯୋଗାଣ ପାଇଁ ସହରରେ ବିଛା ଯାଇଥିଲା…

ବିଦ୍ୟୁତ୍‌ କର୍ମଚାରୀଙ୍କୁ ରାତି ତମାମ ଅଟକ ରଖିଲେ ଗ୍ରାମବାସୀ

ଜଗନ୍ନାଥପ୍ରସାଦ,୨୫।୪(ଡି.ଏନ.ଏ.): ବିଦ୍ୟୁତ୍‌କାଟ ଓ ଲୋ ଭୋଲ୍‌ଟେଜକୁ ନେଇ ଜଗନ୍ନାଥପ୍ରସାଦ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ କାର୍ଯ୍ୟାଳୟଠାରେ ଦୁଇ ଗ୍ରାମବାସୀ ଓ ବିଦ୍ୟୁତ୍‌ କର୍ମଚାରୀଙ୍କ ମଧ୍ୟରେ…

୨୮୦ କୋଟି ଟଙ୍କାର ହେରୋଇନ୍‌ ଜବତ

ଗାନ୍ଧିନଗର,୨୫।୪: ଆରବ ସାଗରରୁ ପାକିସ୍ତାନୀ ଡଙ୍ଗାକୁ ଧରିବା ପାଇଁ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଗୁଜରାଟ ଏଟିଏସକୁ ଗୁଳି ଚଳାଇବାକୁ ପଡିଛି। ପାକ ଡଙ୍ଗାରେ ଥିବା ୨୮୦…

ସ୍କୁଲ୍‌ରେ ପାଣିଟାଙ୍କି ଖୋଲା ରଖିଥିଲେ ଶିକ୍ଷକ, କିଛି ମାସ ପରେ ବିଲ୍‌ ଆସିଲା ଏତିକି ଲକ୍ଷ; ଜାଣିଲେ…

ଜାପାନର ଏକ ସ୍କୁଲ୍‌ରେ ଅଜବ ଘଟଣା ଦେଖିବାକୁ ମିଳିଛି। ଯେଉଁଠାରେ ଜଣେ ଶିକ୍ଷକ ପାଣି ଟାଙ୍କି ଖୋଲା ରଖିଥିବାରୁ ତାଙ୍କୁ ଜଳ ବିଭାଗକୁ ମୋଟା ଅଙ୍କର ବିଲ୍‌…

ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉ ମହାନଦୀ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲାରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ପାଇଁ ଦୀର୍ଘବର୍ଷର ଜନଦାବି ଋଷିକୂଲ୍ୟା ସହ ସଂଯୋଗୀକରଣ ହୋଇପାରୁନି ମହାନଦୀ। ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ହଜାର…

ବାପ ଝିଅ ବିଷ ପିଇବା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ସୋର,୨୫।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜନୈକା ନାବାଳିକାଙ୍କୁ ଏକତରଫା ପ୍ରେମ କରି ଜଣେ ଯୁବକ ତାଙ୍କ ସହଯୋଗୀଙ୍କ ସହ ଅପହରଣ ଉଦ୍ୟମ କରିଥିଲେ। ଏନେଇ ନାବଳିକାଙ୍କ ବାପା…

ମସଜିଦ୍‌ ଦାନବାକ୍ସ ଚୋରି ଘଟଣା: ଘରୁ ଡାକିନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବାଲିଆପାଳ,୨୫।୪(ସ୍ବ.ପ୍ର)-ବାଲିଆପାଳ ପଞ୍ଚାୟତର କଚୁଆପଡ଼ା ମସଜିଦ ଦାନବାକ୍ସ ଚୋରି ମାମଲାରେ ଜଡ଼ିତ କରି ଜଣେ ଯୁବକଙ୍କୁ ଘରୁ ଡାକିନେଇ ତାଙ୍କ ବେକରେ ଦଉଡ଼ି ବାନ୍ଧି ଟାଙ୍ଗି ଦିଆଯାଇଥିବା ଅଭିଯୋଗ…

ରାହୁଲଙ୍କୁ ଜୋରିମନା

ମୁମ୍ବାଇ,୨୫।୪: କେ.ଏଲ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସ ଉପରେ ଆଇପିଏଲ ୨୦୨୨ର ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ…

ପେଭର ବ୍ଲକ ବଢ଼ାଉଛି ଉତ୍ତାପ

କେନ୍ଦୁଝର, ୨୫।୪ (ସ୍ବ.ପ୍ର.): ଥଣ୍ଡା ପରିବେଶ ପାଇଁ ପ୍ରସିଦ୍ଧି ଲାଭ କରିଥିବା କେନ୍ଦୁଝର ଜିଲାରେ ଗତ କିଛି ବର୍ଷ ହେଲା ବ୍ୟାପକ ଜଙ୍ଗଲ କ୍ଷୟ ଓ ବହୁ ମାତ୍ରାରେ…