ହିଜାବ୍‌ ପରେ ବାଇବେଲ ବିବାଦ…

ବେଙ୍ଗାଲୁରୁ, ୨୫।୪ : କର୍ନାଟକରେ ହିଜାବ ପରେ ଏବେ ବାଇବଲ ବିବାଦ ଆରମ୍ଭ ହୋଇଛି। ବେଙ୍ଗାଲୁରୁର ଏକ ବିଦ୍ୟାଳୟ ଅଭିଭାବକମାନଙ୍କୁ ପଚାରିଛି ଯେ ପିଲାମାନେ ବିଦ୍ୟାଳୟରେ ବାଇବଲ…

ନମୁନା ପରୀକ୍ଷାର ଦିନକ ପରେ ମିଳୁଛି ରୋଗୀ ସେବା

ଜଗତ୍‌ସିଂହପୁର ଅଫିସ, ୨୫ା୪: ଜଗତ୍‌ସିଂହପୁର ଜିଲା ପ୍ରାଣୀଧନ ଚିକିତ୍ସାଳୟକୁ ପ୍ରାଣୀଙ୍କ ଚିକିତ୍ସା ଓ ନମୁନା ପରୀକ୍ଷା ପାଇଁ ପ୍ରତ୍ୟହ ବହୁସଂଖ୍ୟକ ଲୋକ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ…

ଉଦ୍‌ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ

ନୂଆଗାଁ, ୨୫।୪ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍‌ଘାଟନ ପୂର୍ବରୁ…

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ…

କର୍ନାଟକରେ ଗୁଜରାଟ ଫର୍ମୂଲା ଲାଗୁ ଲାଗି ଭାଜପାର ଯୋଜନା…

ବେଙ୍ଗାଲୁରୁ, ୨୫।୪ : ଭ୍ରଷ୍ଟାଚାର ଏବଂ କାର୍ଯ୍ୟରେ ଅବହେଳା ଅଭିଯୋଗକୁ ଦୃଷ୍ଟିରେ ରଖି କର୍ନାଟକରେ ଗୁଜୁରାଟ ଫର୍ମୂଲା ଲାଗୁ କରିବାକୁ ଭାଜପାର ସର୍ବୋଚ୍ଚ ନେତୃତ୍ୱ ଚିନ୍ତା କରୁଛନ୍ତିି।…

ବଢୁଛି ବାଲି, ମାଟି, ପଥର ଲୁଟ୍‌: ଅସୁରକ୍ଷିତ ସାମାଜିକ କର୍ମୀ, ଗଣମାଧ୍ୟମ ପ୍ରତିନିଧି

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି…

ବିରୋଧୀଙ୍କୁ ରୋକିବାକୁ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି…

ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି…

ମେ’ରୁ ଚାଇନା ସୀମାରେ ସଡ଼କ ନିର୍ମାଣ, ବିଆର୍‌ଓ ପ୍ରକଳ୍ପକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୫।୪ : ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଥିବା ଚାଇନା ସୀମାରେ ସଡ଼କ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ବିଆରଓର ଗୋଟିଏ ପ୍ରକଳ୍ପ ଅନୁମୋଦନ ହୋଇଥିବାବେଳେ ଅନ୍ୟ…