ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ, ୨୩।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସିପଡ଼ି ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଶାନ୍ତ କୁମାରଙ୍କ…

ବିହାର ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ: ନୀତିଶଙ୍କୁ ଭେଟିଲେ ଶାହା

ପାଟନା,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଦିନିକିଆ ବିହାର ଗସ୍ତ କରିଛନ୍ତି। ଏହି ସମୟରେ ଅମିତ ଶାହା ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟି ସୌଜନ୍ୟମୂଳକ…

ହନୁମାନ ଚାଲିଶାକୁ ନେଇ ତେଜୁଛି ବିବାଦ: ଅପରାହ୍ନ ୩ଟାରେ ଖବରଦାତା ସମ୍ମିଳନୀ କରିବେ ନବନୀତ ରାଣା

ମୁମ୍ବାଇ,୨୩।୪: ମୁମ୍ବାଇରେ ହନୁମାନ ଚାଳିଶା ଜପକୁ ନେଇ ବିବାଦ ତେଜିବାରେ ଲାଗିଛି। ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣା ମୁଖ୍ୟମନ୍ତ୍ରୀ ଉଦ୍ଧବ…

ପତ୍ନୀହନ୍ତା ସ୍ବାମୀ ଗିରଫ

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ…

ଡ୍ରିଲ୍‌ ସମୟରେ ହଠାତ୍‌ ଅଚେତ ହୋଇପଡ଼ିଲେ ୩ଛାତ୍ରୀ

ସଜନାଗଡ,୨୩।୪(ଡି.ଏନ୍‌.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍‌ ସମୟରେ ୨୦୦ ପିଲା ଭାଗ…

୨୪ଘଣ୍ଟାରେ ୫୬ ଆକ୍ରମଣ

ଖାର୍କ୍ୱିଭ୍‌,୨୩।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷୀୟ ସୈନ୍ୟ ୟୁକ୍ରେନରେ ଭୟଙ୍କର ବିନାଶ ଘଟାଇବାରେ ଲାଗିପଡ଼ିଛନ୍ତି। ଅନେକ ସହର ଏବେ…

ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି। ସୂଚନା…

ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ…

ରାମମନ୍ଦିର ଆଗରେ ଫଟୋ ସୁଟ୍ କଲେ ଅଫତାବ୍‌

ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି ବଲିଉଡ୍ ଷ୍ଟାର୍ ଅଫତାଭ ଶୀବଦଶାନୀ । ଶୁଣନ୍ତୁ କ’ଣ କହୁଛନ୍ତି ଓଡ଼ିଶାକୁ ନେଇ . .  …

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ…