ପିଲାଙ୍କୁ ସୁଯୋଗ ଦେଲେ ସଫଳ ହେବେ

ସକାରାମତ୍କ ଦୃଷ୍ଟିଭଙ୍ଗୀ ଓ କଠିନ ଅଧ୍ୟବସାୟ ହିଁ ପିଲାଙ୍କ ପାଇଁ ସଫଳତା ଆଣିଦେଇଥାଏ। ଏଥିଲାଗି ସେମାନଙ୍କୁ ଉପଯୁକ୍ତ ସୁଯୋଗ ମିଳିବା ଜରୁରୀ। ସାମ୍ପ୍ରତିକ ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଆବଶ୍ୟକତାକୁ…

ବିଦେଶରେ ଯୁଦ୍ଧ, ଉପକୂଳରେ ପ୍ରଭାବ

ମହାକାଳପଡା,୨୬ା୨(ଡି.ଏନ.ଏ.): ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଉପକୂଳ ଅଞ୍ଚଳରେ ଏହାର ସିଧାସଳଖ ପ୍ରଭାବ ପଡିଛି ବୋଲି ଆଲୋଚନା ହେଉଛି। ତେବେ ଏହି ଆଶଙ୍କାରେ…

ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର…

ଆଜିଠୁ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା

ଜଗତ୍‌ସିଂହପୁର ଅଫିସ, ୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳ ଘୋଷଣା ଶନିବାରଠାରୁ ଆରମ୍ଭ ହେବ। ଜିଲାର ସମସ୍ତ ବିତରଣ କେନ୍ଦ୍ରରେ ସକାଳ ୮ରୁ ଗଣତି ଆରମ୍ଭ ହେବ।…

ଚେର୍ନୋବିଲ୍‌ରୁ ତେଜସ୍କ୍ରିୟ ବିକିରଣ

ୟୁକ୍ରେନ୍‌ର ଚେର୍ନୋବିଲ ଆଣବିକ ପ୍ଲାଣ୍ଟରେ ୧୯୮୬ ଏପ୍ରିଲ ୨୬ରେ ଏକ ରିଆକ୍ଟରରେ ବିସ୍ଫୋରଣ ଘଟିବାରୁ ସାରା ୟୁରୋପରେ ରେଡିଓଆକ୍ଟିଭ ବିକିରଣ ଘଟିଥିଲା। ୨୦୧୭ରେ ନଷ୍ଟ ହୋଇଯାଇଥିବା ରିଆକ୍ଟରକୁ…

କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ହେବ ଶୁଣାଣି

ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ…

ଆନନ୍ଦ ସୁବ୍ରମଣ୍ୟନଙ୍କୁ ଗିରଫ କଲା ସିବିଆଇ

ମୁମ୍ବାଇ,୨୬।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ଅନିୟମିତତା ମାମଲାରେ ଏହାର ପୂର୍ବତନ ଗ୍ରୁପ୍‌ ଅପରେଟିଂ ଅଫିସର (ଜିଓଓ) ଆନନ୍ଦ ସୁବ୍ରମଣ୍ୟନ୍‌ଙ୍କୁ ସିବିଆଇ ଗିରଫ କରିଛି। ତାଙ୍କୁ ମାର୍ଚ୍ଚ…

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି…

ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ

ଭୋଗରାଇ, ୨୬ା୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର ସମୁଦ୍ରରୁ…

୭.୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ମୁମ୍ବାଇ,୨୬।୨: ସାରା ବିଶ୍ୱରେ କୋଭିଡ୍‌ ମହାମାରୀର ପ୍ରଭାବ ଧୀରେ ଧୀରେ ହ୍ରାସ ପାଇବା ସହ ଅର୍ଥନୀତିରେ ମଧ୍ୟ ସୁଧାର ଆସୁଥିଲା। ଏଭଳି ସ୍ଥିତିରେ ଉଭୟ ୟୁକ୍ରେନ୍‌ ଓ…