ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।…

ମୁହଁ ଖୋଲିଲେ ଅଭିଯୁକ୍ତ ସ୍ତ୍ରୀ

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ଇଞ୍ଜିନିୟର ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି ଦେବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଏନେଇ ଦୁଇ ଥାନାରେ…

ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ…

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ: ର଼୍ୟାଗିଂ ସନ୍ଦେହ

ବଲାଙ୍ଗୀର ଅଫିସ, ୨୩ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସି ପଡି ଶୁକ୍ରବାର ଜଣେ ପ୍ରଥମ ବର୍ଷ ଡାକ୍ତରୀ (ଏମବିବିଏସ୍‌)…

ଦୀପାବଳି ସୁଦ୍ଧା ମୁକ୍ତ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୨୩।୪: ଦୀପାବଳି ସୁଦ୍ଧା ଭାରତ ଓ ବ୍ରିଟେନ ମଧ୍ୟରେ ବହୁପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବାକୁ ଯାଉଛି। ଏହା ଦ୍ୱାରା ଚଳିତ ଦଶନ୍ଧି ଶେଷ…

କପିଳାସ ଅଭୟାରଣ୍ୟରେ ହେବ ଓଭରପାସ୍‌

ଢେଙ୍କାନାଳ ଅଫିସ୍‌, ୨୩।୪: ତଳେ ଯିବ ଟ୍ରେନ୍‌। ଉପରେ ଓଭରପାସ୍‌ ରାସ୍ତାଦେଇ ଚଳପ୍ରଚଳ କରିବେ ହାତୀ। ଫଳରେ ହ୍ରାସ ପାଇବ ରେଳଧାରଣାରେ ଟ୍ରେନ୍‌ ଧକ୍କାଜନିତ ହାତୀମୃତ୍ୟୁ। ହାତୀ…

ମୋଦିଙ୍କ ଗସ୍ତ ପୂର୍ବରୁ ଆକ୍ରମଣ ପଣ୍ଡ

ଜମ୍ମୁ,୨୩।୪ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତ ପୂର୍ବରୁ ବେଆଇନ ଘୋଷିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ଆତ୍ମଘାତୀ ବିସ୍ଫୋରଣ ଉଦ୍ୟମକୁ ସୁରକ୍ଷା ବଳ ପଣ୍ଡ କରିଦେଇଛି।…

ବୁଲ୍‌ଡୋଜର ବିବାଦରେ ବୋରିସ୍‌

ନୂଆଦିଲ୍ଲୀ,୨୩ା୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଦୁଇଦିନିଆ ଭାରତ ଗସ୍ତରେ ଆସି ବୁଲ୍‌ଡୋଜର ବିବାଦରେ ଫସିଛନ୍ତି। ବୋରିସ୍‌ ଗୁରୁବାର ଗୁଜରାଟ ବଡ଼ୋଦରାର ହଲୋଲ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ରେ ବ୍ରିଟିଶ୍‌…

ଦିଲ୍ଲୀ କ୍ୟାପିଟାଲ୍ସର ଶୋଚନୀୟ ପରାଜୟ

ମୁମ୍ବାଇ,୨୨।୪: ଜୋଶ୍‌ ବଟଲରଙ୍କ ଶତକ ସହାୟତାରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୫ ରନରେ ପରାସ୍ତ କରିଛି।…

୨୨୦ ପେଟି ବିଦେଶୀ ମଦ ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ରମ୍ଭା,୨୨।୪: ୧୬ ନମ୍ବର ଜାତୀୟ ରାଜପଥରେ ରମ୍ଭା ପୋଲିସ ଯାନବାହାନ ଯାଞ୍ଚ ସମୟରେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ଟ୍ରକରୁ ବିଦେଶୀ ମଦ ଜବତ କରାଯାଇଛି।…