ନୋଏଡାରେ ଗ୍ୟାସ ଲିକ୍‌ ଭୟ

ନୋଏଡା,୨୫।୨: ଜାତୀୟ ରାଜଧାନୀ ନିକଟସ୍ଥ ନୋଏଡା ସହରର ବିଭିନ୍ନ ରେସିଡେନସିଆଲ ସେକ୍ଟରରେ ଗୁରୁବାର ସନ୍ଧ୍ୟାରେ ରନ୍ଧନ ଗ୍ୟାସ ଲିକ ହୋଇଯାଇଥିବା ଖବର ପ୍ରଚାରିତ ହୋଇଥିଲା। ଏଥିଯୋଗୁ ସହରରେ…

ଆଜି ରାଜ୍ୟରୁ ୩୪୫ ଆକ୍ରାନ୍ତ ଚିହ୍ନଟ, ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍‌କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!

ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା ସହ…

କ୍ୱିଭ୍‌ରେ ବଡ଼ ବିସ୍ଫୋରଣ କଲା ରୁଷିଆ

କ୍ୱିଭ୍‌,୨୫।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଗମ୍ଭୀର ରୂପ ନେଇଛି। ରୁଷିଆ ସେନା ଦ୍ୱାରା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣରେ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଶୁକ୍ରବାର ୟୁକ୍ରେନର…

ୟୁକ୍ରେନ ସଙ୍କଟକୁ ନେଇ ହ୍ୱାଇଟ ହାଉସ ବାହାରେ ପ୍ରଦର୍ଶନ

ୱାଶିଂଟନ,୨୫ ।୨: ବେଳକୁ ବେଳ ଗମ୍ଭିର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଦ୍ୱିତୀୟ ଦିନରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରିଛି ।…

ଆନନ୍ଦ ସୁବ୍ରମଣ୍ୟମ ଗିରଫ

ଚେନ୍ନାଇ,୨୫।୨: ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନଏସଇ) ସ୍କାମରେ ସିବିଆଇ ଆନନ୍ଦ ସୁବ୍ରମଣ୍ୟମଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇରୁ ତାଙ୍କୁ ଗିରଫ କରାଯାଇଥିବା ଶୁକ୍ରବାର ସକାଳେ ସିବିଆଇ…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ପଞ୍ଚମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ, ୨୭ରେ ମତଦାନ

ଲକ୍ଷ୍ନୌ,୨୫ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ…

ନାଟୋ ପାଖରେ ବି ପରମାଣୁ ଅସ୍ତ୍ର ଅଛି

ପ୍ୟାରିସ,୨୫।୨: ରୁଷିଆନ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଅସ୍ତ୍ର ବ୍ୟବହାର ଲାଗି ଧମକ ଦେଉଥିବା ବେଳେ ତାଙ୍କୁ ଚେତାବନୀ ଦେଇଛନ୍ତି ଫ୍ରାନ୍ସର ବୈଦେଶିକ ମନ୍ତ୍ରୀ ଜିନ ଭେସ…

ଘରୋଇକରଣ ପରେ ବି ସୁଧାର ନାହିଁ

ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା…