ମୋଦିଙ୍କ ଗସ୍ତର ଦୁଇ ଦିନ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ: ୩ ଆତଙ୍କବାଦୀ ମୃତ, ଜଣେ ଯବାନ ଶହୀଦ

ଜମ୍ମୁ,୨୨ ।୪: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତର ୨ ଦିନ ପୂର୍ବରୁ ସୁଂଜୱାରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ…

ଅମଳ ସମୟରେ ଆଳୁ କେଜି ୨୦ ଟଙ୍କା

କେନ୍ଦ୍ରାପଡ଼ା ଅଫିସ,୨୨।୪: ଆଳୁ ଦରରେ ପକ୍ଷୀ ଲାଗିଛି। ଗତ ସପ୍ତାହରେ କେଜି ପ୍ରତି ଦର ୧୬ ଟଙ୍କା ଥିଲା। ଏବେ ବଜାର ଦର ୨୦ ଟଙ୍କାକୁ ଛୁଇଁଛି।…

ଟାଇଗର ଶ୍ରଫ୍‌ଙ୍କୁ କପି କଲେ ବିଗ୍‌ ବି

ବଲିଉଡ୍‌ର ଆକ୍ସନ ହିରୋଙ୍କ ମଧ୍ୟରୁ ଟାଇଗର ଶ୍ରଫ୍‌ ଅନ୍ୟତମ। ବର୍ତ୍ତମାନ ଏହି ତାଲିକାରେ ଆଉ ଏକ ନୂଆ ନାଁ ଯୋଡି ହୋଇଯାଇଛି। ସେ ହେଲେ ବିଗ୍‌ ବି…

ଆଧାର ବିନା ଖାଦ୍ୟ ସୁରକ୍ଷାରୁ ହିତାଧିକାରୀ ବଞ୍ଚିତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୨୨ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଆଧାର ସଂଯୋଗ ବିନା ଖାଦ୍ୟ ସୁରକ୍ଷା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଏକ…

ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପିଲା, ୪ ମାସର ଶିଶୁ ଅକ୍ସିଜେନ ସପୋର୍ଟରେ

ନୂଆଦିଲ୍ଲୀ,୨୨ ।୪: ପୁଣିଥରେ ଡରାଇଲାଣି କରୋନା ମହାମାରୀ । ଗୋଟିଏ ମାସ ପୂର୍ବରୁ ସଂକ୍ରମିଙ୍କ ସଂଖ୍ୟା ଦୁଇ ଅଙ୍କରେ ସିମିତ ଥିବା ବେଳେ ଏବେ ଏହା ବହୁ…

ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ୪ବର୍ଷର ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ ହୋଇଛି। ଘଟଣାର ୪ ଦିନ ପରେ ଇନ୍‌ଫୋସିଟି ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ଶିଶୁକନ୍ୟାଙ୍କୁ ଉଦ୍ଧାର…

ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ, ଶକ୍ତି,…

ପିଡବ୍ଲ୍ୟୁଡି ରାସ୍ତା ଖୋଳିବାକୁ ବିଏମ୍‌ସି ଦେଉଛି ଅନୁମତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ବିଭିନ୍ନ ଯୋଜନାରେ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି।…

ମୁଣ୍ଡରେ ହାତ ଦେଲେ ରୋହିତ ଶର୍ମା

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଦୌ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ଜିତି ନାହିଁ। ଦଳ କ୍ରମାଗତ ୭ଟି ପରାଜୟ…

ଦୋକାନୀଙ୍କଠାରୁ ୬ ଲକ୍ଷର ସୁନାଗହଣା ଲୁଟ୍‌: ବର୍ଷକରେ ୮ଥର ଲୁଟ୍‌ର ଶିକାର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ରାତି ହେଲେ ଲୁଟେରାମାନେ ଆତଙ୍କ ଖେଳାଉଛନ୍ତି। ପୋଲିସର କଡ଼ା ପାଟ୍ରୋଲିଂ ସତ୍ତ୍ୱେ ଗୁରୁବାର ରାତିରେ ଶତାବ୍ଦୀ ନଗରସ୍ଥିତ ଡେଲ୍ଟା ଛକ ନିକଟରେ ଜଣେ ସୁନା…