୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ…

୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ।…

ବିନା ଡିପିଆର୍‌ରେ କାର୍ଯ୍ୟକୁ ନାପସନ୍ଦ

ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ କାର୍ଯ୍ୟ…

ଅକ୍ଷୟ ତୃତୀୟାକୁ ‘କୃଷକ ଅଧିକାର ଦିବସ’ ପାଳିବ କିଷାନ କଂଗ୍ରେସ

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ଗୁରୁବାର ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପିସିସି କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର…

ସ୍ଥଗିତ ସ୍ଥାନରେ ମେ ୨୭ରେ ଭୋଟ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ସ୍ଥାନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପଦବୀ ଲାଗି ନିର୍ବାଚନ ହୋଇପାରି ନ ଥିଲା।…

ସୁରକ୍ଷାବାହିନୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ

ଜମ୍ମୁ,୨୨।୪: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି ଏବଂ ଚାରିଜଣ ଆହତ ହୋଇଛନ୍ତି। ଏହି ଗୁଳିବିନିମୟ ଜମ୍ମୁର…

ରେଳ ଧାରଣାରେ ସେଲ୍‌ଫି ନେଲେ ୨ ହଜାର ଫାଇନ୍‌

ଚେନ୍ନାଇ,୨୨।୪: ଏଣିକି ରେଳ ଧାରଣାରେ ଛିଡ଼ା ହୋଇ ସେଲ୍‌ଫି ନେଲେ ଦେବାକୁ ପଡ଼ିବ ୨ ହଜାର ଫାଇନ୍‌। ଚେନ୍ନାଇ ଦକ୍ଷିଣତଟ ରେଳବାଇ ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି।…

କୋଇଲା ଅଭାବ: ସୃଷ୍ଟି ହେବ ଅଭୂତପୂର୍ବ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୨୨।୪: ବିଭିନ୍ନ ରାଜ୍ୟରେ ତାପମାତ୍ରା ଅସହ୍ୟ ହୋଇଥିବାବେଳେ କୋଇଲା ଅଭାବ ଯୋଗୁ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଲୋକଙ୍କୁ ଅତିଷ୍ଠ କଲାଣି। ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ଯୋଗୁ…

ମୋବାଇଲ ଦିଅ, ଷ୍ଟ୍ରେଚର ନିଅ

କଟକ ଅଫିସ, ୨୨ା୪: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ…

୪୫ ମିନିଟ କାଟ ହେବ ବିଦ୍ୟୁତ୍‌

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିଃ(ଟିପିସିଓଡିଏଲ) ଅଞ୍ଚଳରେ ଅସ୍ଥାୟୀ ଭାବେ ବିଦ୍ୟୁତ୍‌ କାଟ ଜାରି ରହିବ । କିଛି ଅଞ୍ଚଳରେ ଅଧ ଘଣ୍ଟାରୁ ୪୫ମିନିଟ୍‌…