ବ୍ୟାପୁଛି ଜଙ୍ଗଲ ନିଆଁ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.):  ହୁ ହୁ ହୋଇ ଜଳୁଛି ଜଙ୍ଗଲ। ନିଆଁର ଆଁରେ ପୋଡ଼ି ପାଉଁଶ ହୋଇଚାଲିଛି ମୂଲ୍ୟବାନ ବନ୍ୟ ସମ୍ପଦ। ବହୁ ଜୀବଜନ୍ତୁଙ୍କ ଜୀବନହାନି ଆଶଙ୍କା ମଧ୍ୟ କରାଯାଉଛି। ହେଲେ…

ଗୁଜରାଟରେ ବୋରିସ୍‌…

ଅହମଦାବାଦ, ୨୧।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତରେ ଗୁରୁବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ଗୁଜରାଟରେ ତାଙ୍କୁ ସ୍ବାଗତ କରାଯାଇଛି।…

୩୧ ୟୁରୋପୀୟ କୂଟନୀତିଜ୍ଞ ରୁଷିଆରୁ ହେବେ ବହିଷ୍କୃତ, ଆମେରିକା ୬୩୫ ରୁଷୀୟ-୩ ଅଧିକାରୀଙ୍କ ବିରୋଧରେ ଲାଗୁ କରିବ ଭିଜା କଟକଣା…

ମସ୍କୋ/କ୍ୱିଭ୍‌, ୨୧।୪ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଜାରି ରହିଛି। ରୁଷିଆ ପୂର୍ବ ୟୁକ୍ରେନର ଶିଳ୍ପାଞ୍ଚଳର କୋଇଲା ଖଣି ଏବଂ କାରଖାନାକୁ ଦଖଲ କରିବା…

ଚମ୍ପାୱତ ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ,୨୧।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାୱତ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚମ୍ପାୱତ ବିଧାୟକ କୈଳାଶ ଗାହତୋରି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାୱତ…

ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୪(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା…

ପଥରରେ ନିର୍ମାଣ ହେବ ପୋତାଗଡ଼ ମୁଖ୍ୟ ଫାଟକ: ନିର୍ମାଣ କାର୍ଯ୍ୟ ଶୀଘ୍ର, ୬ କୋଟି ୯୭ ଲକ୍ଷ ବ୍ୟୟ ଅଟକଳ

ଗଞ୍ଜାମ,୨୧।୪(ଡି.ଏନ.ଏ.):  ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ସରିଛି। ଏହି ଐତିହାସିକ ପୋତାଗଡ଼ ଉନ୍ନତି କରଣ ପାଇଁ ୬…

ଅଟକିଛି ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ

ଛତ୍ରପୁର,୨୧।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଆର୍ଥିକ ବର୍ଷରେ ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ ଯୋଜନା ଆରମ୍ଭ ହୋଇଥିଲା। ଏହି ପରିପ୍ରେକ୍ଷୀରେ କେରୁବାଡି-ଆଡିପଙ୍ଗା ଭାୟା ବେଡେପଙ୍ଗା ରାସ୍ତା ନିର୍ମାଣ…

ଜନ୍ମର ୩ ମାସ ପରେ ଝିଅର ନାଁ ରଖିଲେ ପ୍ରିୟଙ୍କା!

ବଲିଉଡ୍‌ ପରେ ହଲିଉଡ୍‌ରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ତାଙ୍କ ସ୍ବାମୀ ତଥା ଆମେରିକୀୟ ଗାୟକ ନିକ ଜୋନାସ ଚଳିତ ବର୍ଷ ଆରମ୍ଭରେ ସରୋଗେସି…

ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତା ଦେଖାଇଲେ ବିଡିଓ

ଚମ୍ପୁଆ, ୨୧।୪(ଡି.ଏନ୍‌.ଏ.): ଅଫିସ କାର୍ଯ୍ୟରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତାର ନିଦର୍ଶନ ଦେଖାଇଛନ୍ତି ଚମ୍ପୁଆ ବିଡିଓ ଜ୍ୟୋତ୍ସ୍ନା ନାଏକ। ଖୁବ୍‌କମ୍‌ ଦିନ ଭିତରେ…

ବେଆଇନ ଇଟାଭାଟି, ଲୋକେ ଅତିଷ୍ଠ

ପଦ୍ମପୁର,୨୧।୪ (ଡି.ଏନ.ଏ.):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ବେଧଡ଼କ ଭାବେ ଚାଲିଛି ବେଆଇନ ଇଟାଭାଟି। ନାୟକାଣିଡିହୀ, କରଞ୍ଜଆଡ଼ିଆ, ଗୋବିନ୍ଦପୁର, ବିଦେଇପୁର, ବିରସ, ବାଲିମେଦ,…