ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍‌ଆଇ, ୪ ଏଏସ୍‌ଆଇଙ୍କ ବଦଳି

କଟକ ଅଫିସ,୨୧ା୪: କମିଶନରେଟ୍‌ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ…

‘ଅଦ୍ୱିକା ଆପ୍‌’ ମାଧ୍ୟମରେ ଜୀବନକୌଶଳ ଶିକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ):ବାଲ୍ୟ ବିବାହ ରୋକିବା ପାଇଁ ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲାଗି ପ୍ରସ୍ତୁତ ହୋଇଛି ‘ଅଦ୍ୱିକା ଆପ୍‌’। ବୁଧବାର…

ଚାଇନା-ସୋଲୋମନ ଦ୍ୱୀପପୁଞ୍ଜ ସୁରକ୍ଷା ଚୁକ୍ତି, ଆମେରିକା ସମେତ ୪ ଦେଶର ବଢ଼ିଲା ଚିନ୍ତା…

ବେଜିଂ, ୨୧।୪ : ଆମେରିକା ସମେତ ଅଷ୍ଟ୍ରେଲିଆ, ଜାପାନ ଏବଂ ନ୍ୟୁଜିଲାଣ୍ଡ ଚାଇନା ଏବଂ ସୋଲୋମନ ଦ୍ୱୀପପୁଞ୍ଜ ମଧ୍ୟରେ ପ୍ରସ୍ତାବିତ ସୁରକ୍ଷା ଚୁକ୍ତିକୁ ନେଇ ଉଦ୍‌ବେଗ ପ୍ରକାଶ…

ପ୍ରଥମଥର ସୂର୍ଯ୍ୟାସ୍ତ ପରେ ଲାଲକିଲାରେ ହେବ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୨୧ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତି ପ୍ରାୟ ୯ଟା ୧୫ରେ ନୂଆଦିଲ୍ଲୀର ଲାଲ କିଲାରେ ଗୁରୁ ତେଗ ବାହାଦୂରଙ୍କ ୪୦୦ତମ ପ୍ରକାଶ ପର୍ବ ସମାରୋହରେ…

ସ୍କୁଲ ପିଲାଙ୍କୁ ନେଉଛି ଅନ୍‌ଫିଟ୍‌ ଯାନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଯାନଗୁଡିକୁ ଯାଞ୍ଚ କରାଯାଉଛି। ଏ ନେଇ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ ସ୍ବତନ୍ତ୍ର…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର ଡିଭିଜନ୍‌ଙ୍କ…

‘ଭାଜପା ଅଫିସ୍‌ ଉପରେ ବୁଲଡୋଜର ଚଳାଯାଉ’

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିବା ଜାହାଙ୍ଗିରପୁରୀରୁ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଉତ୍ତର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ସୁପ୍ରିମକୋର୍ଟ ଏହା ଉପରେ…

ସରକାରଙ୍କ ନୀତିକୁ ସୁନିଶ୍ଚିତ କରନ୍ତି ପ୍ରଶାସନିକ ଅଧିକାରୀ

ସରକାର ଲୋକଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ ନୀତିର ପ୍ରଣୟନ କରିଥାନ୍ତି। ତେବେ ପ୍ରତିଟି ନୀତିର ସଫଳ ରୂପାୟନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥାଏ। ପ୍ରଶାସନିକ…

ଆଜି ଆସୁଛନ୍ତି ବୋରିସ୍‌ ଜନ୍‌ସନ

ନୂଆଦିଲ୍ଲୀ,୨୧ା୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ପ୍ରସ୍ତାବିତ ମୁକ୍ତ ବାଣିଜ୍ୟ ଚୁକ୍ତି, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସହଭାଗିତାକୁ ମଜଭୁତ କରିବା…

ପୁଣି ଘାରିଲା କରୋନା ଭୟ: କୋଭିଡ୍‌ ନିୟମ ପାଳିବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ ପୁଣି କରୋନା ବ୍ୟାପିବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ ପରି ଅନେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା…