ରକ୍ଷଣାବେକ୍ଷଣ ହେଉନି: ନଷ୍ଟ ହେବାକୁ ବସିଲାଣି ପଞ୍ଚାୟତ ଉଦ୍ୟାନ

ମାଲକାନଗିରି,୧୮।୪ (ଡି.ଏନ.ଏ.):  ଗ୍ରାମ ପଞ୍ଚାୟତ ସଦରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେଉଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ କିଛି ବର୍ଷ ମଧ୍ୟରେ ସେସବୁ ନିଜର ପରିଚୟ…

କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା

ପୋଲସରା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍‌ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍‌ ଆଲୁଅରେ ରୋଗୀ…

ସମସ୍ୟା ଘେରରେ ଡାଳଖାଇ ଓଡିଆର୍‌ପି କଲୋନୀ

ରମ୍ଭା,୧୮।୪: ରମ୍ଭା ଥାନା ଇଲାକା ଗଞ୍ଜାମ ବ୍ଲକ ରାମଗଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡାଳଖାଇ ଓଡିଆରପି କଲୋନୀ ବହୁବିଧ ସୁବିଧା ସୁଯୋଗରୁ ବଞ୍ଚିତ। ସମସ୍ୟା ଘେରରେ ଉବୁଟୁବୁ…

ନିଆଁ ଲାଗି ୨ ଏକର ଜଙ୍ଗଲ ଜଳିଗଲା

ସୋର,୧୮।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ସରଳିଆ ନିକଟବର୍ତ୍ତୀ କୁଲଡିହା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ଦେବଗିରି ପାଦଦେଶ ଜଙ୍ଗଲରେ ରବିବାର ନିଆଁ ଲାଗିଯାଇଥିଲା। ଏହା ଫଳରେ ୨…

୪ର୍ଥ ଲହର ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ପୁଣି ସଜାଗ ହୋଇଛନ୍ତି। ଯଦିଓ ଆମ ରାଜ୍ୟରେ ସଂକ୍ରମଣ ହାର କମ୍‌ ରହିଛି…

ସହରରେ କୁଲିଆରି ଶାଗର ପସରା

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): ଖରା ଦିନରେ ପତ୍ରଛଡା ପରେ ନୂଆପତ୍ର କଅଁଳିଥାଏ। ସେପରି କୁଲିଆରି ଗଛରେ ମଧ୍ୟ ଏହି ସମୟରେ ପତ୍ର କଅଁଳିଥାଏ। ଏହି କଅଁଳିଆ ପତ୍ରକୁ ଶାଗ…

ଲକ୍ଷାଧିକ ଟଙ୍କାର ମାଛ ମରି ଭାସିଲେ

ସୋର,୧୮।୪(ଡି.ଏନ.ଏ): ପଞ୍ଚାୟତ ନିର୍ବାଚନକୁ ୨ ମାସ ବିତିଯାଇଥିଲେ ସୁଦ୍ଧା ଗଁା ଗଣ୍ଡାରେ ଲାଗି ରହିଥିବା ବିବାଦ ଥମି ନାହଁି। ନିର୍ବାଚନରେ ପ୍ରାର୍ଥୀ ହେବାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ଉପରେ…

କେନ୍ଦୁ ଦେଉଛି ଜୀବିକା

କେନ୍ଦୁଝର, ୧୮।୪: କେନ୍ଦୁଝର ଜିଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନ। ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ ବଳକା…

ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୧୮।୪ (ଡି.ଏନ.ଏ.):  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ ଦୁଇବର୍ଷ…

ଅଳ୍ପ ବୟସରେ ହୃଦ୍‌ରୋଗ

ସୈନ୍ୟ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୧୭ ବର୍ଷର କିଶୋରଠାରେ ବାଇପାସ୍‌ ସର୍ଜରି ହୋଇସାରିଲାଣି। ତା’ର ରକ୍ତ-କୋଲେଷ୍ଟରଲ୍‌ର ମାତ୍ରା ଅନୁମୋଦିତ ସ୍ତରରେ ରହିଥିଲା, ତଥାପି ତା’ର ଧମନୀରେ…