ଆଜି ରାଜନଗର, ପଟ୍ଟାମୁଣ୍ଡାଇ ବ୍ଲକରେ ଭୋଟ

କେନ୍ଦ୍ରାପଡ଼ା ଅଫିସ, ୨୦।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଭୋଟ ଗ୍ରହଣ ହେବ । ୨୦୧୭…

ଗଛରେ ଗଛରେ ଘର

ବିଭିନ୍ନ ଡିଜାଇନ୍‌ର ଘର ତ ଆପଣମାନେ ନିଶ୍ଚୟ ଦେଖିଥିବେ, ହେଲେ କେବେ ଭାବିଛନ୍ତି ଗଛ ଉପରେ ବି ଆକର୍ଷଣୀୟ ଘର ତିଆରି ହୋଇପାରେ। କଥାଟି ଆପଣମାନଙ୍କୁ ଆଶ୍ଚର୍ଯ୍ୟ…

ଅଛି କି ନଖ କାମୁଡ଼ା ଅଭ୍ୟାସ…

ପିଲାଙ୍କଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ପ୍ରାୟ ଅନେକଙ୍କୁ ନଖ କାମୁଡୁଥିବା ଦେଖିବାକୁ ମିଳେ। ଏକ ଗବେଷଣା ତଥ୍ୟ ଅନୁଯାୟୀ, ଭୟରେ କିମ୍ବା ମାନସିକ ଚାପରେ ଥିବା ବେଳେ ଅନେକଙ୍କଠାରେ…

ମସଲାରେ ମିଶାଯାଉଥିଲା ପୋକରା ଚାଉଳ, କେମିକାଲ: କାରଖାନା ସିଲ୍‌, ମାଲିକ ଅଟକ

କଟକ ସଦର, ୨୦।୨(ଡି.ଏନ୍‌.ଏ.): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ଦିବାଟିଠାରେ ଥିବା ଏକ ଅପମିଶ୍ରିତ ମସଲା କାରଖାନା ଶନିବାର ଠାବ କରାଯାଇଛି। ସ୍ଥାନୀୟ ପୋଲିସ…

ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍‌.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍‌କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍‌ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା…

ବନ୍ଧା ହେଲା ୧୪ ହାତିଆ ନାଲି ପତିତପାବନ ବାନା

ପୁରୀ ଅଫିସ,୨୦।୨: ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ଶ୍ରୀମନ୍ଦିରରେ ଦର୍ଶନ କରାଇଥିଲେ। ଏହାପରେ ରାଷ୍ଟ୍ରପତି ନାରାୟଣ ଗୋଚ୍ଛିକାରଙ୍କ ସହ କିଛି ସମୟ…

ନିରାମିଷ ଭୋଜନ ସହ ରସଗୋଲା ଖାଇଲେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ ଆମିଷ…

୨୩ରେ ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି।…

ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା…

ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୧୯।୨ : ବଳାତ୍କାର ମାମଲାରେ ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ। ଜଣେ ନାବାଳିକଙ୍କର ବଳାତ୍କାର ମାମଲାର ବିଚାର ସମୟରେ…