ବଢୁଛି କ୍ରେଜ୍‌, ଜାଣନ୍ତୁ ଦ୍ୱିତୀୟ ଦିନରେ କେତେ ଆୟ କରିଛି ‘କେଜିଏଫ୍‌-୨’

ଫିଲ୍ମ ଷ୍ଟାର୍‌ ୟଶଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ୍‌-୨’ ରିଲିଜ୍‌ ହେବା ପରେ ସିନେମା ହଲ୍‌ରେ ଦର୍ଶକଙ୍କ ଭିଡ ଦେଖିବାକୁ ମିଳିଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଆଡଭାନ୍ସ…

ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ

ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି।…

ଝାଞ୍ଜିରୁ ମିଳୁନି ନିସ୍ତାର

ଢେଙ୍କାନାଳ ଅଫିସ, ୧୬।୪ ରାଜ୍ୟରେ ଗ୍ରୀଷ୍ମପ୍ରବାହ ରେକର୍ଡ ଭାଙ୍ଗୁଛି। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଥିବାବେଳେ ଏଥିରୁ ବାଦ୍‌ ପଡ଼ିନି ଶିଳ୍ପ ଜିଲା ଢେଙ୍କାନାଳ। ଶୁକ୍ରବାର…

ଅସହ୍ୟ ତାତିରେ କଲବଲ ଅହିରାଜ

ଢେଙ୍କାନାଳ ଅଫିସ, ୧୬।୪ ରାଜ୍ୟରେ ଆରମ୍ଭ ହୋଇଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ଏହାର ପ୍ରଭାବ ପଡ଼ିଲାଣି ସଂରକ୍ଷିତ ଜଙ୍ଗଲର ଜୈବ ବିବିଧତା ଏବଂ ବନ୍ୟଜୀବନ ଉପରେ। ତାତି ସହି…

ସ୍ବର୍ଣ୍ଣଚୂଡ ଜଙ୍ଗଲରେ ନିଆଁ

ସଜନାଗଡ଼, ୧୬।୪(ଡି.ଏନ.ଏ.) ହୁତୁ ହୁତୁ ହୋଇ ଜଳୁଥିଲା ନୀଳଗିରି ସଂରକ୍ଷିତ ସ୍ବର୍ଣ୍ଣଚୂଡ଼ ଜଙ୍ଗଲ। ବହୁ ମୂଲ୍ୟବାନ ଗଛ ଜଳିପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମାତ୍ର ପହଞ୍ଚତ୍ ପାରୁନି…

ସ୍ବାଭାବିକ ହେଉଛି ଯୋଡ଼ା ସହର

ଯୋଡ଼ା,୧୬।୪(ଡି.ଏନ.ଏ.) ରାମଝଣ୍ଡା ସ୍ଥାପନକୁ ନେଇ ଅଶାନ୍ତ ହୋଇ ପଡ଼ିଥିବା କେନ୍ଦୁଝର ଜିଲା ଯୋଡ଼ା ସହର ଧିରେ ଧିରେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି। ଜିଲା ପ୍ରଶାସନ ପକ୍ଷରୁ ଜାରି…

ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ

ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍‌ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍‌ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା…

୭ଦିନ ଭିତରେ ଟଙ୍କା ନ ମିଳିଲେ ଧାରଣା

ବାହାନଗା, ୧୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିରେ ଦୀର୍ଘ ୩ ବର୍ଷ ତଳେ ଚାଷୀମାନେ ମିଲ୍‌ରେ ଧାନ ବିକ୍ରି କରିଥିଲେ ମଧ୍ୟ…

ରଥ ପାଇଁ କାଠ ନାହିଁ

ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ…

ଟୁରିଷ୍ଟ ବସ୍‌ ଦୁର୍ଘଟଣାଗ୍ରସ୍ତ: ୩୫ ମୃତ

ହରାରେ,୧୫।୪: ଜିମ୍ବାଓ୍ବେର ଚିପିଙ୍ଗେ ଜିଲାରେ ଏକ ଟୁରିଷ୍ଟ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବସ୍‌ଟି ୧୦୬ ଜଣ ଯାତ୍ରୀଙ୍କୁ…