କ୍ୱିଭ୍‌ରୁ ରୁଷିଆ ସେନା ଫେରିବା ପରେ ମିଳିଲା ୯୦୦ରୁ ଊର୍ଦ୍ଧ୍ୱ ମୃତଦେହ

କ୍ୱିଭ,୧୬ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ ହେଲାଣି । ଏହାରି ଭିତରେ ରୁଷିଆ ସେନା ୟୁକ୍ରେନର ପ୍ରାୟ ସମସ୍ତ ବଡ ବଡ ସହରକୁ ଧ୍ୱଂସ କରିଦେଇଛନ୍ତି…

ପୋଷ୍ୟ ଗ୍ରହଣର ନଗଣ୍ୟ ସ୍ଥିତି

ନୂଆଦିଲ୍ଲୀ,୧୬।୪: ଭାରତରେ ୩ କୋଟିରୁ ଊର୍ଦ୍ଧ୍ୱ ଅନାଥ ଥିଲେ ହେଁ ବର୍ଷକୁ ୪,୦୦୦ରୁ କମ୍‌ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରାଯାଉଛି। ପୋଷ୍ୟ ଗ୍ରହଣ ପ୍ରକ୍ରିୟା ଆଡପ୍‌ଶନରେ…

କେଶରୀ ମଲ୍‌ରେ ନିଆଁ

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂସ୍ଥିତ ବିଏମ୍‌ସି କେଶରୀ ମଲ୍‌ରେ ଶୁକ୍ରବାର ରାତି ୧୧ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଲ୍‌ର ପ୍ରଥମ ମହଲାରେ ଥିବା ଅଜୟ…

‘ତ୍ୱରିତ ନ୍ୟାୟ ଲାଗି ଖାଲି ପଦବୀ ପୂରଣ ଜରୁରୀ’

ନୂଆଦିଲ୍ଲୀ,୧୬।୪: ନ୍ୟାୟ ପ୍ରଦାନରେ ଉନ୍ନତି ଆଣିବାକୁ ହେଲେ ବିଚାର ବିଭାଗରେ ରହିଥିବା ଖାଲିସ୍ଥାନ ପୂରଣ ହେବା ଜରୁରୀ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା…

କରୌଲି ଦଙ୍ଗା: ୧୫ ଜଣଙ୍କୁ ସୁରକ୍ଷା ଦେଇଥିଲେ ମହିଳା

ଜୟପୁର,୧୬।୪: ରାଜସ୍ଥାନର କରୌଲିରେ ସାମ୍ପ୍ରଦାୟିକ ଦଙ୍ଗା ବେଳେ ଜଣେ ୪୮ ବର୍ଷୀୟ ମହିଳା ଦୁଃସାହସିକତା ଦେଖାଇ ୧୫ ଜଣଙ୍କୁ ସୁରକ୍ଷା ଦେଇପାରିଥିଲେ। ଗତ ୨ ତାରିଖରେ ହିନ୍ଦୁ…

ଡିଜିଟାଲ ସଦସ୍ୟ ହେଲେ ସୋନିଆ

ନୂଆଦିଲ୍ଲୀ,୧୬।୪: କଂଗ୍ରେସ ଦଳରେ ସାଂଗଠନିକ ନିର୍ବାଚନ ପୂର୍ବରୁ ସଭ୍ୟ ପଞ୍ଜୀକରଣ ଅଭିଯାନର ଶେଷ ଦିନରେ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସମେତ ଅନେକ ନେତା ଡିଜିଟାଲ ସଦସ୍ୟ…

ଆସୁଛି ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ,୧୬।୪: ରୁଷିଆ ଭାରତକୁ ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌ ଦ୍ୱିତୀୟ ପର୍ଯ୍ୟାୟ ଯୋଗାଣ ଆରମ୍ଭ କରିଛି। ୟୁକ୍ରେନ୍‌ରେ ଯୁଦ୍ଧ ଚାଲିଥିବାବେଳେ ମସ୍କୋ ଉପରେ ନାଟୋ ପକ୍ଷରୁ କଟକଣା ସତ୍ତ୍ୱେ…

‘ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା’

ମସ୍କୋ/କିଭ୍‌,୧୬।୪: ପାଖାପାଖି ଦୁଇମାସ ପୂରିବାକୁ ଯାଉଛି ମସ୍କୋର ୟୁକ୍ରେନ୍‌ ଆକ୍ରମଣକୁ। ରୁଷୀୟ ସୈନ୍ୟଙ୍କ ଘନଘନ ରକେଟ୍‌ ମାଡ଼ରେ କିଭ୍‌ ସମେତ ଅନେକ ସହର ଶ୍ମଶାନ ପାଲଟିବାକୁ ଯାଉଛି।…

ଖିଲାପୀ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଗତ ୨୦୨୧-୨୨ ଆର୍ଥତ୍କ ବର୍ଷରେ…

ଜେରୁଜେଲମ୍‌ରେ ସଂଘର୍ଷ: ୧୫୨ ଆହତ

ଜେରୁଜେଲମ୍‌,୧୬।୪: ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଶୁକ୍ରବାର ସଂଘର୍ଷ ଘଟିବାରୁ ଉଭୟ ପକ୍ଷର ୧୫୨ ଜଣ ଆହତ ହୋଇଛନ୍ତି। ଅଲ୍‌-ଅକ୍‌ସା ମସ୍‌ଜିଦ ପରିସରରେ ରମ୍‌ଜାନ୍‌ ମାସ ଆରମ୍ଭ…