ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ।…

ପଞ୍ଚଭୂତରେ ବିଲୀନ ବାପି ଦା’

କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ।…

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର…

‘ଭାରତରେ ହିଜାବ ପିନ୍ଧିବାର ଆବଶ୍ୟକତା ନାହିଁ’

ଭୋପାଳ,୧୭।୨: ମୁସଲିମ ଛାତ୍ରୀଙ୍କୁ ହିଜାବ ପିନ୍ଧି କ୍ଲାସରେ ବସିବାକୁ ନ ଦିଆଯିବାରୁ କର୍ନାଟକର ଉଡୁପି ଜିଲାରୁ ଆରମ୍ଭ ହୋଇଥିବା ବିବାଦ ଏବେ ବିଭିନ୍ନ ରାଜ୍ୟକୁ ବ୍ୟାପିଛି। କର୍ନାଟକ…

ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ…

ମୁଁ କଂଗ୍ରେସ ଛାଡୁନି, ଯଦି କେହି ଧକ୍କା ଦେଇ ବିଦା କରିବ ତେବେ…

ନୂଆଦିଲ୍ଲୀ,୧୭।୨: କଂଗ୍ରେସ ନେତା ମନୀଷ ତିୱାରୀ କଂଗ୍ରେସ ଛାଡିବା ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଭାଜପାରେ ଯୋଗଦେବେ କି ନାହିଁ ବୋଲି ପଚରାଯିବାରୁ ସେ…

ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି

ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି ।…

‘ମୁର୍ଖଙ୍କ ଭଳି କାର୍ଯ୍ୟ କଲେ, ପରିଣାମ ଭୋଗିବାକୁ ପଡ଼େ’

ନୂଆଦିଲ୍ଲୀ,୧୭।୨: ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ସୁରେଶ ରାଇନା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଖେଳିବେ ନାହିଁ। ଇତିହାସରେ ପ୍ରଥମ ଥର ପାଇଁ ଏଭଳି…

ନୀରବତା ଭାଙ୍ଗିଲେ ମନମୋହନ, କମ୍‌ କହିଛି ଅଧିକ କାମ କରିଛି କହିଲେ…

ନୂଆଦିଲ୍ଲୀ, ୧୭।୨ : ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ଜାରି ରହିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ…

ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ…