ପୁରୁଷୋତ୍ତମ ପୁର, ୧୪/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମେରୁ ପର୍ବରେ ଉଦ୍ ଯାପିତ ହୋଇଛି। ପୁରୁଷୋତ୍ତମପୁର ସହରରେ…
ଗଞ୍ଜାମ, ୧୪।୪(ଡି.ଏନ୍.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ନବ ନିର୍ବାଚତ ଉପ ନଗରପାଳ ସୁରେନ୍ଦ୍ର ବାରିକି ଗୁରୁବାର ୫-ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ଭୁବନେଶ୍ୱରଠାରେ ସୌଜନ୍ୟ…
ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ…
ନନ୍ଦାହାଣ୍ଡି,୧୪।୪,(ଡି.ଏନ୍.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଏକମ୍ବା ଗ୍ରାମରେ ପୁଣି ୩ ଭାଲୁ ଖାଦ୍ୟ ଅନ୍ବେଷଣରେ ପହଞ୍ଚତ୍ଛନ୍ତି। ଏକମ୍ବା ଗ୍ରାମରେ ବହୁ ପରିମାଣରେ ଆଖୁ ଚାଷ ହେଉଥିବାରୁ ଆଖୁ…
ପାପଡାହାଣ୍ଡି, ୧୪।୪(ଡି.ଏନ୍.ଏ.): ଉଦଘାଟନର ଚାରି ମାସ ପରେ ଫାଟିଗଲା ଶହୀଦ ମିନାରରେ ଲାଗିଥିବା ପତାକା। ଶହୀଦ ମୀନାରରେ ଏବେ ଉଡୁଛି ଫଟା ତ୍ରିରଙ୍ଗା। ଏହାକୁ ନେଇ ସାଧାରଣରେ ଅସନ୍ତୋଷ…
ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର ହେଉଛନ୍ତି।…
ବଇଣ୍ଡା,୧୪।୪(ଡି.ଏନ.ଏ.): ରାଜ୍ୟର ସବୁ ଗାଁକୁ ଯେପରି ଶୁଦ୍ଧ ପାଇପ୍ ପାଣି ଯୋଗାଣ କରାଯିବ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏ ନେଇ ଏକାଧିକ ଯୋଜନା ମାଧ୍ୟମରେ…
ପାରଳାଖେମୁଣ୍ଡି,୧୪।୪(ଡି.ଏନ୍.ଏ.): ପାରଳାଖେମୁଣ୍ଡି ସହରରେ ଚୈତ୍ର ମାସ ଶେଷ ମଙ୍ଗଳବାର ପାରଳା ସହରରେ ପାରମ୍ପରିକ ପୂଜା ଗଜାମୁହାଁ ପର୍ବ ପାଳିତ ହୋଇଯାଇଛି। ପାରଳାର ଗଜାମୁହାଁ ପର୍ବ ରାଜ୍ୟର ବିଭିନ୍ନ ସ୍ଥାନରେ…
ଜଗନ୍ନାଥପ୍ରସାଦ,୧୪।୪(ଡି.ଏନ.ଏ.) ଜଗନ୍ନାଥପ୍ରସାଦ ତହସିଲ ଅଞ୍ଚଳରେ ବେଧଡକ ଭାବେ ଚାଲିଛି ବେଆଇନ ଇଟାଭାଟି ଓ ବାଲି ଚୋରାଚାଲାଣ। ଜଙ୍ଗଲ ନଦୀ କୂଳରେ ଲୁଚା ଛପାରେ ଚାଲିଥିଲା। ବର୍ତ୍ତମାନ ରାଜ୍ୟ ରାଜପଥ,…
ଓ୍ବାଶିଂଟନ, ୧୪।୪ : ସୂର୍ଯ୍ୟଙ୍କଠାରୁ ବାହାରୁଥିବା ଏକ ଉତ୍ତାପ ତରଙ୍ଗ ଝଡ଼ ପ୍ରବଳ ବେଗରେ ପୃଥିବୀ ସହ ଧକ୍କା ହେବାର ଆଶଙ୍କା ରହିଛି। ଏହା ଯୋଗୁ ଜିପିଏସ…