‘ସ୍ବାଧୀନତା ସମୟରେ ମୋଦି ପ୍ରଧାନମନ୍ତ୍ରୀ ଥିଲେ, କରତାରପୁର କରିଡର୍‌ ଭାରତରେ ଥାନ୍ତା’

ଚଣ୍ଡିଗଡ,୧୭।୨:ପଞ୍ଜାବ ବିଧାନସଭା ନିର୍ବାଚନ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଫିରୋଜପୁରରେ ଏକ ନିର୍ବାଚନ ରାଲିରେ ଶାହା କହିଛନ୍ତି, ଯଦି ଭାରତର…

ଭିଜିଲାନ୍ସ ଜାଲରେ ଏନ୍‌ଏସି ଜମାଦାର

ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା…

ହସ୍ପିଟାଲ ପରିସରରେ ପଡିଛି ନବଜାତକର ମୃତଦେହ

ବଲାଙ୍ଗୀର ଅଫିସ,୧୭।୨: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗୁରୁବାର ଏକ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କିଭଳି ପରିସ୍ଥିତିରେ ନବଜାତ ଶିଶୁ…

ବାପି ଦାଙ୍କୁ ଶେଷ ସମ୍ମାନ ଜଣାଇଲେ ସେଲିବ୍ରିଟି…

ମୁମ୍ବାଇ,୧୭।୨ : ଡିସ୍କୋ କିଙ୍ଗ୍‌ ବାପି ଲାହିରୀଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତାଙ୍କର ଶେଷ ଯାତ୍ରା ଗୁରୁବାର ପୂର୍ବାହ୍ନ ୯ଟାରୁ ଆରମ୍ଭ…

ଶାର୍କ ଆକ୍ରମଣ ପରେ ବନ୍ଦ ହେଲା ସିଡ୍‌ନୀ ବିଚ୍‌

ସିଡ୍‌ନୀ,୧୭।୨: ସିଡ୍‌ନୀର ସମୁଦ୍ର କୂଳରେ ଶାର୍କ ଆକ୍ରମଣରେ ବୁଧବାର ଅପରାହ୍ନରେ ଜଣେ ସନ୍ତରଣକାରୀ ପ୍ରାଣ ହରାଇଛନ୍ତି। ଗତ ୬୦ ବର୍ଷ ମଧ୍ୟରେ ଶାର୍କ ଆକ୍ରମଣର ଏହା ପ୍ରଥମ…

ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି…

ଗଛରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଜବତ

ପାଟଣା,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଖଡିକାପଦା ଗାଁ ନିକଟରେ ଥିବା ଏକ କେନ୍ଦୁ ଗଛରୁ ଗୁରୁବାର ଗ୍ରାମର ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି…

ବେସରକାରୀ କ୍ଷେତ୍ରରେ ନିଯୁକ୍ତିରେ ୭୫ ପ୍ରତିଶତ ସ୍ଥାନ ସଂରକ୍ଷଣ, ହାଇକୋର୍ଟଙ୍କ ରୋକକୁ ହଟାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୨ : ବେସରକାରୀ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗରେ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟରେ ଆଶ୍ୱସ୍ତି ମିଳିଛି। ସ୍ଥାନୀୟ ଲୋକଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷଣ ପାଇଁ ଆଇନ…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ କଲା ପୋଲିସ

ପୁରୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ମତଦାନ ବେଳେ ଖବର ସଂଗ୍ରହ କରୁଥିବା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ପୁରୀ ପୋଲିସ ୮ ଜଣଙ୍କୁ ଗିରଫ କରିଛି ।…

ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ…