ଆଜି ସଚିବାଳୟ ସେବା ସଂଘ ନିର୍ବାଚନ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):୩ ବର୍ଷ ପରେ ଓଡ଼ିଶା ସଚିବାଳୟ ସେବା ସଂଘର ମୋଟ ୯ ପଦବୀ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବ। ୟୁନିଟ୍‌-୩ସ୍ଥିତ ଖାରବେଳ ନଗରରେ ଥିବା ସଂଘ କାର୍ଯ୍ୟାଳୟଠାରେ…

ଭାରତ ସହ ସୁସମ୍ପର୍କ ଚାହୁଁ

ଇସଲାମାବାଦ,୧୨ା୪: ପାକିସ୍ତାନର ୨୩ ତମ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ଶରିଫ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ବିନା ପ୍ରତିଦ୍ୱନ୍ଦ୍ୱିତାରେ ଦେଶର ମୁଖ୍ୟ ଭାବେ ନିର୍ବାଚିତ ହେବା ପରେ…

କୁବେର ଯନ୍ତ୍ରୀଙ୍କ ଦୁର୍ନୀତି ଗୁମର ଖୋଲିବ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ପୁଣି…

କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଢେଙ୍କାନାଳ ଅଫିସ,୧୨ା୪:ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡରେ ରହୁଥିବା ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ ଘଟଣାକୁ ତୀବ୍ର ନିନ୍ଦା…

ସଶକ୍ତୀକରଣ ନାଁରେ ମହିଳାଙ୍କୁ ଶୋଷଣ ଚାଲିଛି: ଭାଜପା

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଭାଜପା ପକ୍ଷରୁ ଗତ ୬ରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ସାମାଜିକ ନ୍ୟାୟ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଭାଜପାର କାର୍ଯ୍ୟକର୍ତାମାନେ କେନ୍ଦ୍ର…

ତୃତୀୟ ସପ୍ତାହ ସୁଦ୍ଧା ନୂଆ ପିସିସି ସଭାପତି

ଭୁବନେଶ୍ୱର,୧୨।୪ (ବ୍ୟୁରୋ):ନିର୍ବାଚନ ପରେ ନିର୍ବାଚନ ରାଜ୍ୟ କଂଗ୍ରେସର ଦୁର୍ବଳ ପ୍ରଦର୍ଶନକୁ ନେଇ ସଭାପତି ପରିବର୍ତ୍ତନ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ କେନ୍ଦ୍ର କରି ଅଖିଳ ଭାରତ କଂଗ୍ରେସ…

ଓଏସ୍‌ଏସ୍‌ଟିଇଟି ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ

କଟକ ଅଫିସ,୧୨।୪: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ମୂଲ୍ୟାୟନରେ ତ୍ରୁଟି ଥିବା ଅଭିଯୋଗ ଉଠିଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ…

ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ

କୁଜଙ୍ଗ, ୧୨ା୪ (ଡି.ଏନ୍‌.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ…

ଭିଡିଓ କନ୍‌ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ

ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍‌ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା…

ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର

ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି । ଚିନୁକ…