ଅସନ୍ତୋଷ ଜାହିର କଲେ ବିରୋଧୀଦଳ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜୋର୍‌ଦାର ପ୍ରକ୍ରିୟା ଜାରି ରହିଥିବାବେଳେ ଇତିମଧ୍ୟରେ…

ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗ

ଧର୍ମଶାଳା,୧୩।୨ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜନମାନସର ନେତା କାଙ୍ଗାଳି ଚରଣ ପଣ୍ଡାଙ୍କ ଶନିବାର ଭୋର୍‌ ସମୟରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ…

କୋଭିଡ ସେଣ୍ଟର ଘୋଟାଲା: ମୁମ୍ବାଇର ଚା’ ବାଲାଙ୍କୁ ଦିଆଯାଇଛି ୧୦୦ କୋଟି ଟଙ୍କାର ଠିକା

ମୁମ୍ବାଇ,୧୩ ।୨: କରୋନା ମହାମାରୀକୁ ମୁକାବିଲା କରିବାକୁ ସରକାରଙ୍କ ତରଫରୁ ଗଢିଉଠିଥିଲା କୋଭିଡ ସେଣ୍ଟର । ଏହି କ୍ରମରେ ପୁଣେରେ ୧୦୦ କୋଟି ଟଙ୍କା ବ୍ୟୟରେ ଏକ…

ଆଜି ବିଶ୍ୱ ରେଡିଓ ଦିବସ

ଶବ୍ଦ, ସ୍ବର, ସଙ୍ଗୀତ, ସୃଜନଶୀଳତାର ସାବଲୀଳ ସଙ୍ଗମ ହେଉଛି ରେଡିଓ। ଶ୍ରୋତାଙ୍କ ହୃଦୟରେ ଶତାବ୍ଦୀରୁ ଅଧିକ ସମୟ ଧରି ଘର କରି ରହିଥିବା ଏହି ଲୋକପ୍ରିୟ ଶ୍ରାବ୍ୟ…

ଭୁବନେଶ୍ୱର ସମେତ ୨୬ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ମାଓବାଦୀ ଗୋଷ୍ଠୀ ଦ୍ୱାରା ଆତଙ୍କବାଦୀ ପାଣ୍ଠି ବ୍ୟବହାର ସମ୍ପର୍କିତ ଏକ ମାମଲାରେ ନ୍ୟାଶନାଲ ଇନଭେଷ୍ଟିଗେଶନ୍‌ ଏଜେନ୍ସି (ଏନ୍‌ଆଇଏ)ର ଟିମ୍‌ ଓଡ଼ିଶାର ଭୁବନେଶ୍ୱର ସମେତ ବିହାର, ଝାଡ଼ଖଣ୍ଡ…

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ…

ନିର୍ବାଚନରେ ଯୁକ୍ତ୨ ଛାତ୍ରୀ

ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ…

ନଜରରେ ୭ ନଂ.

ଯାଜପୁର ଅଫିସ,୧୩।୨: ୪ଟି ଜିଲା ପରିଷଦ ଜୋନ୍‌କୁ ନେଇ ଗଠିତ ଦଶରଥପୁର ବ୍ଲକରେ ସ୍ଥିତି ଏଥର ସାମାନ୍ୟ ବଦଳିଛି। ଏଥର ଭୋଟର ମାଟିର ଦକ୍ଷ ନେତାକୁ ବାଛିବାକୁ…

ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ

ଆଳି,୧୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି…

ଚାଇନା ବସ୍‌ରେ ବିସ୍ଫୋରଣ: ଜଣେ ମୃତ ୪୨ ଆହତ

ବେଜିଂ,୧୩ ।୨: ଚାଇନାର ଲିଆଓନିଂ ଅଞ୍ଚଳରେ ଥିବା ସେନୟାଙ୍ଗ ସହରରେ ବସରେ ଏକ ବିସ୍ଫୋରଣ ହୋଇଛି । ଶନିବାର ହୋଇଥିବା ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା…