କୋରାପୁଟ ଗସ୍ତରେ ପୋଲିସ ଡିଜି

କୋରାପୁଟ,୧୧।୨(ସ୍ବ.ପ୍ର.): କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ। ଡିଜିଙ୍କ ସହିତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଜିଲାରେ ମାଓବାଦୀ ସ୍ଥିତିର ସମୀକ୍ଷା…

ଖସିଲା ସେନସେକ୍ସ

ମୁମ୍ବାଇ,୧୧।୩: ଶୁକ୍ରବାର ଷ୍ଟକ ମାର୍କେଟ ଖୋଲିବା ମାତ୍ରେ ସେନସେକ୍ସ ହ୍ରାସ ପାଇଛି। ଗତ ତିନି ଦିନ ଧରି ବାଣିଜ୍ୟରେ କ୍ରମାଗତ ଅଭିବୃଦ୍ଧି ଉପରେ ବ୍ରେକ ଲାଗିଛି। ବ୍ୟବସାୟ…

୩ ହାଇସ୍କୁଲରେ ପଢାଯିବ ଯୁକ୍ତ-୨ ପାଠ

ଝାରସୁଗୁଡ଼ା ଅଫିସ,୧୧ା୨: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ପଶ୍ଚିମ ଓଡିଶା ଗସ୍ତରେ ଆସି ଝାରସୁଗୁଡା ଜିଲାର ଶିକ୍ଷା…

ପୁନରୁଦ୍ଧାର ଅପେକ୍ଷାରେ ପୁରୀ ସଂଗ୍ରହାଳୟ

ପୁରୀ ଅଫିସ,୧୧।୨: ସଂସ୍କୃତି ଓ ଐତିହ୍ୟର ବାର୍ତ୍ତାବହ କୁହାଯାଉଥିବା ପୁରୀ ସଂଗ୍ରହାଳୟ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍‌ଘାଟନ ଦିନଠାରୁ ଅର୍ଥାତ ଦୀର୍ଘ ୩୦ବର୍ଷ ହେଲା ସଂଗ୍ରହାଳୟ ଭଡ଼ାଘରେ…

‘ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ’

ନୂଆଦିଲ୍ଲୀ,୧୧।୨: “ଆମେ ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ”। ଏଭଳି କହି କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କୀତ ଆବେଦନ ଉପରେ ତୁରନ୍ତ…

ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ

ଧର୍ମଗଡ,୧୧।୨(ଡି.ଏନ୍‌.ଏ.): ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ…

ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍‌ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା ମିଳିଛି।…

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଆଉ ୨୦ ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଟ୍ରାକ୍‌ରୁ ଦୂରେଇ ଗଲେ ଉସେନ ବୋଲ୍ଟଙ୍କୁ ହରାଇଥିବା ଧାବକ

ଲସ୍‌ ଏଞ୍ଜେଲସ୍‌,୧୧।୨: ଆମେରିକାର କିମ୍ବଦନ୍ତୀ ଧାବକ ଜଷ୍ଟିନ ଗାଟଲିନ ଗୁରୁବାର ଆଥ୍‌ଲେଟିକ୍ସରୁ ସନ୍ନ୍ୟାନ ଘୋଷଣା କରିଛନ୍ତି। ୨୦୧୭ ବିଶ୍ୱ ଚାମ୍ପିୟନ୍‌ଶିପ୍‌ରେ ସେ କିମ୍ବଦନ୍ତୀ ଧାବକ ଉସେନ ବୋଲ୍ଟଙ୍କୁ…

ସମ୍ବେଦନଶୀଳ ବୁଥ୍‌ ଚି଼ହ୍ନଟ, ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ବନ୍ଦୋବସ୍ତ

ଗଞ୍ଜାମ,୧୧।୨(ଡି.ଏନ୍‌.ଏ.): ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ l ଏହି ବ୍ଲକ ୧୫ ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ବେଳେ ଦୁଇଟି ଜିଲାପରିଷଦ…