୫୦ଫୁଟ୍‌ ତଳକୁ ଓଲଟିଲା ଜିପ୍‌

କେନ୍ଦୁଝର,୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଅଞ୍ଚଳରୁ ନୟାକୋଟ ଥାନା ଅଧୀନ ବାଂଶପାଳ ସାପ୍ତାହିକ ହାଟକୁ ଗୁରୁବାର ଯାତ୍ରୀ ନେଇ ଯାଉଥିବା ଏକ ସବାରୀ ଜିପ(ଓଆର୍‌-୦୯ଏଲ୍‌/୬୨୩୩)…

ଜଗନ ମୋହନଙ୍କ କ୍ୟାବିନେଟ୍‌ରେ ବଡ ପରିବର୍ତ୍ତନ

ଅମରାବତୀ,୭।୪: ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ କିଛି ବଡ ଧରଣର ଅଦଳବଦଳ କରିବାକୁ ଯାଉଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ୨୪…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଲକ୍ଷ୍ନୌ, ବାଦ୍‌ ପଡ଼ିଲେ ମନୀଷ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ…

ଶ୍ରୀମନ୍ଦିରରେ ବଢିବ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ,୭।୪: ଶ୍ରୀମନ୍ଦିର ରୋଷ ଘର ଚୁଲି ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା…

ବେଳକୁ ବେଳ ଖରାପ ହେବାରେ ଲାଗିଛି ଦେଶର ଆର୍ଥିକ ସ୍ଥିତି: ମମତା

କୋଲକାତା,୭ ।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଦେଶର ଆର୍ଥିକ…

ଝାରସୁଗୁଡ଼ାରେ ୩ ପୌର ଉପାଧ୍ୟକ୍ଷ ପଦବୀ ହାତେଇଲା ବିଜେଡି

ଝାରସୁଗୁଡ଼ା ଅଫିସ,୭।୪: ଝାରସୁଗୁଡ଼ା ଜିଲାର ଝାରସୁଗଡ଼ା, ବ୍ରଜରାଜନଗର ଓ ବେଲପାହାଡ଼ ପୌର ପରିଷଦରେ ଉପାଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ୩ ପୌର…

ଲେମ୍ବୁ କିଲୋ ୩୦୦

ନୂଆଦିଲ୍ଲୀ,୭।୪: ଦେଶରେ ପେଟ୍ରୋଲ, ଡିଜେଲ ଓ ସିଏନ୍‌ଜି ଉପରେ ମହଙ୍ଗା ମାଡ଼ ପରେ ସାଧାରଣଲୋକଙ୍କ ପାଇଁ ପନିପରିବା ଦର ଏବେ ଆକାଶଛୁଆଁ ହୋଇଛି। ଇତିମଧ୍ୟରେ ଦିଲ୍ଲୀରେ ଲେମ୍ବୁର…

ସେନାଙ୍କ ଗୁଳିରେ ୨ଆହତ

ଶ୍ରୀନଗର,୭।୪: ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲା ସ୍ଥିତ ହିନ୍ଦଓ୍ବାଡାର କସବେରେ ଗୁରୁବାର ଦ୍ୱିପ୍ରହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ସେନା ଯବାନଙ୍କୁ ଗୁଳିରେ ୨ଜଣ ସ୍ଥାନୀୟ ନାଗରିକ…

ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ ଜି. ପାପା ରାଓ

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଭାବେ ୪ ନମ୍ବର ଓ୍ବାର୍ଡ ବିଜେଡି କାଉନସିଲର ଜି. ପାପା ରାଓ ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ…

କାଳବୈଶାଖୀ ପ୍ରଭାବରେ କିଛି ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୭।୪(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…