ମୋଦିଙ୍କୁ ରାମ, ଯୋଗୀଙ୍କୁ କୃଷ୍ଣ କହିବାରୁ ମୁସଲମାନ ବ୍ୟକ୍ତିଙ୍କୁ ପିଟିଲେ ଲୋକେ

ବରେଲି,୭।୪: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମୁସଲମାନ ଯୁବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଥିବାରୁ…

ବିଜେଡି ହାତକୁ ଗଲା ସୁନ୍ଦରଗଡ଼ ପୌର ଉପାଧ୍ୟକ୍ଷ ପଦ

ସୁନ୍ଦରଗଡ଼,୭ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ପୌର ପରିଷଦ ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ଲଲାଟେନ୍ଦୁ ପରିଡା ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷ ଭାବେ…

ରାଶିଫଳ: ଶୁକ୍ରବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ…

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦିଲ୍ଲୀ-ମସ୍କୋ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୭।୪:ରୁଷିଆ ଓ ୟୁକ୍ରେନ ଯୁଦ୍ଧ ଜୋରଦାର ଚାଲିଥିବାବେଳେ ଗୁରୁବାର ଦିଲ୍ଲୀ-ମସ୍କୋ ବିମାନ ସେବାକୁ ହଠାତ୍‌ ବାତିଲ କରିଦେଇଛି ଏୟାର ଇଣ୍ଡିଆ। ବିମାନ ଯାତ୍ରା ପ୍ରତି ବିପଦ ରହିଥିବା…

ପେଟ୍ରୋଲ ପମ୍ପ୍‌ ମାଲିକ ରଖିଲେ ଏମିତି ଅଜବ ସର୍ତ୍ତ, ଜାଣିଲେ…

ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଦିନକୁ ଦିନ ଅହେତୁକ ଭାବେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଯାନବାହନରେ ମୁଦ୍ରାସ୍ଫୀତିର ପ୍ରଭାବ ଦେଖାଯିବା ସହିତ ସାଧାରଣ…

ତୀଲକ, ହିଜାବ ପାଇଁ ୨ ଛାତ୍ରୀଙ୍କୁ ପିଟିଲେ ଶିକ୍ଷକ

ରାଜୋରି( ଜମ୍ମୁ-କଶ୍ମୀର), ୭।୪: ଜମ୍ମୁ-କଶ୍ମୀରର ରାଜୋରି ଜିଲାରେ ଦୁଇ ଛାତ୍ରୀଙ୍କୁ ମାଡ଼ ମାରିବା ପାଇଁ ଜଣେ ସରକାରୀ ସ୍କୁଲ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ଏଥିସହିତ ଛାତ୍ରୀଙ୍କୁ ମାରିବା…

ସୋନିଆ, ମୁଲାୟମଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୭।୪: ଆଜି ବଜେଟ ଅଧିବେଶନ ଶେଷ ହେବା ସହିତ ସଂସଦର ପ୍ରକ୍ରିୟା ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବଜେଟ ଅଧିବେଶନ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ…

ପୁରୁଷୋତ୍ତମପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ କୃଷ୍ଣଚନ୍ଦ୍ର

ପୁରୁଷୋତ୍ତମପୁର,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଶେଷ ହୋଇଛି। ଏଥିରେ ମଧ୍ୟ ବିଜେଡି ବାଜିମାତ୍‌ ମାରିନେଇଛି। ୱାର୍ଡ ନଂ ୧୪ର ବିଜେଡି କାଉନସିଲର…

ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷା ନିର୍ବାଚିତ

ହିଞ୍ଜିଳିକାଟୁ,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ଉପାଧ୍ୟକ୍ଷା ଭାବେ ବିଜେଡି ଦଳର ସୁଚିତ୍ରା ପଣ୍ଡା ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୨୧ଓ୍ବାର୍ଡ ବିଶିଷ୍ଟ ପୌର ପରିଷଦରେ…

ଧ୍ୟାନଚାନ୍ଦଙ୍କର ବାୟୋପିକ୍‌ରେ ନଜର ଆସିବେ ଈଶାନ,ଜାଣନ୍ତୁ କେବେଠୁ ଆରମ୍ଭ ହେବ ଶୁଟିଂ

ପ୍ରଡ୍ୟୁସର ରୋନି ସ୍କୃବାଲା ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ କି ଅଭିଷେକ ଚୋବେ ହକି ତାରକା ଧ୍ୟାନଚାନ୍ଦଙ୍କ ଉପରେ ଏକ ବାୟୋପିକ ପ୍ରସ୍ତୁତ କରିବେ । ଏହି…